www.samajalive.in
Sunday, December 14, 2025
26.1 C
Bhubaneswar

ୟୁକ୍ରେନରୁ ଫେରିଲେଣି ୨୦ ହଜାର ଭାରତୀୟ, ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ପାକିସ୍ତାନୀ ଯୁବତୀଙ୍କ ପ୍ରଶଂସା

ଯୁଦ୍ଧତ୍ରସ୍ତ ୟୁକ୍ରେନରୁ ଭାରତ ସରକାର ଅପରେସନ ଗଙ୍ଗା ଜରିଆରେ ଭାରତୀୟଙ୍କୁ ଉଦ୍ଧାର କରାଯାଉଛି। ପ୍ରାୟ ୨୦ ହଜାର ଭାରତୀୟଙ୍କୁ ସ୍ବଦେଶ ଅଣାଯାଇଥିବା ସୂଚନା ମିଳିଛି। କେବଳ ଭାରତୀୟ ନୁହେଁ, ଏହି ଅଭିଯାନରେ ଅନ୍ୟ ଦେଶର ନାଗରିକଙ୍କୁ ମଧ୍ୟ ଉଦ୍ଧାର କରାଯାଉଛି। ବାଙ୍ଗଲାଦେଶର ୯ ଜଣ ନାଗରିକଙ୍କୁ ଉଦ୍ଧାର କରାଯାଇଥିବାରୁ ବାଙ୍ଗଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହାସିନା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ନେପାଳ ଓ ଟ୍ୟୁନିସିଆର କିଛି ନାଗରିକଙ୍କୁ ମଧ୍ୟ ଭାରତ ଉଦ୍ଧାର କରିଛି।

ଅନ୍ୟ ପକ୍ଷରେ ଜଣେ ପାକିସ୍ତାନୀ ଯୁବତୀ ଆଶମା ଶଫିକ ତାଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଥିବାରୁ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇବା ସହ ୟୁକ୍ରେନ ସ୍ତିତ ଭାରତୀୟ ଦୂତାବାସ କାର୍ଯ୍ୟାଳୟର ସମସ୍ତ କର୍ମଚାରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି।

- Advertisement -

Hot this week

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

Related Articles

Popular Categories