www.samajalive.in
Sunday, December 14, 2025
26.1 C
Bhubaneswar

ଟ୍ରେନରେ ଚଦର, କମ୍ବଳ ଯୋଗାଣ କଟକଣା ହଟାଇଲା ରେଳବାଇ

ନୂଆଦିଲ୍ଲୀ : କୋଭିଡ-୧୯ ମହାମାରୀ ସଂକ୍ରମଣ ଏବଂ କୋଭିଡ ନିୟମ ଅନୁପାଳନକୁ ଦୃଷ୍ଟିରେ ରଖି ରେଳ ଯାତ୍ରୀଙ୍କ ଯାତାୟାତ ପାଇଁ ମାର୍ଗଦର୍ଶିକା ଜାରି କରାଯାଇଥିଲା। ଏଥିରେ ଯ୍ରାତ୍ରୀଙ୍କ ବ୍ୟବହାର ପାଇଁ ଚଦର, କମ୍ବଳ ଯୋଗାଣ ଏବଂ ଟ୍ରେନ ଭିତରେ ପରଦା ଲଗାଇବା ଉପରେ କଟକଣା ଲାଗୁ ହୋଇଥିଲା।

ଏବେ ଭାରତୀୟ ରେଳବାଇ ଚଦର, କମ୍ବଳ ଯୋଗାଣ ଏବଂ ଟ୍ରେନ ଭିତର ପରଦା ଲଗାଇବା ଉପରେ ଲାଗୁ ହୋଇଥିବା କଟକଣାକୁ ତତ୍କାଳ ପ୍ରଭାବ ସହିତ ପ୍ରତ୍ୟାହାର କରିବା ଲାଗି ନିଷ୍ପତ୍ତି ନେଇଛି । କୋଭିଡ ପୂର୍ବବର୍ତ୍ତୀ ସମୟରେ ଏସବୁ ସାମଗ୍ରୀ ଯୋଗାଣ ଯେପରି ଭାବେ ହେଉଥିଲା ଏଣିକି ଠିକ୍‌ ସେହିପରି ଜାରି ରହିବ।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories