www.samajalive.in
Tuesday, December 9, 2025
16.1 C
Bhubaneswar

ଭାରତୀୟ ସେନାର ‘ଚିତା’ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

ଜମ୍ମୁ : ଆଜି ଜମ୍ମୁ-କାଶ୍ମୀରର ଗୁରେଜ୍‍ ସେକ୍ଟର ବରାଉମ୍‍ ଅଞ୍ଚଳରେ ଭାରତୀୟ ସେନାର ‘ଚିତା’ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଉତ୍ତର କାଶ୍ମୀରର ବାନ୍ଦୀପୋରା ଜିଲାର ଗୁରେଜର ତୁଲେଲ ଅଞ୍ଚଳରେ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଅଧିକାରୀଙ୍କ କହିବାନୁଯାୟୀ, ଗୁରେଜ ଘାଟୀର ଗୁଜରାନ୍‍ ନାଲା ଅଞ୍ଚଳରେ ସେନା ହେଲିକପ୍ଟର ଯାଉଥିଲା। ହଠାତ ଏହା ଖରାପ ହୋଇ ଯିବାରୁ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏହାପରେ ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଛି। ମିଳିଥିବା ସୂଚନାନୁଯାୟୀ, ପାଇଲଟ୍‍ ଓ ସହ ପାଇଲଟ୍‍ କୁ ଖୋଜା ଯାଉଛି। ଦୁର୍ଘଟଣାଗ୍ରସ୍ତ ବରାଫାବୃତ ଅଞ୍ଚଳରେ ତଲାସି ଅଭିଯାନ ଟିମ ପହଞ୍ଚିଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories