www.samajalive.in
Saturday, December 6, 2025
14.1 C
Bhubaneswar

ସିବିଏସଇ ଦଶମ ଓ ଦ୍ବାଦଶ ଶ୍ରେଣୀ ପାଇଁ ଟର୍ମ-୨ ପରୀକ୍ଷା ଏପ୍ରିଲ ୨୬ରୁ

ନୂଆଦିଲ୍ଲୀ : ଏପ୍ରିଲ ୨୬ ତାରିଖରୁ ଆରମ୍ଭ ହେବ ସିବିଏସଇର ଉଭୟ ଦଶମ ଓ ଦ୍ବାଦଶ ଶ୍ରେଣୀ ପାଇଁ ଟର୍ମ-୨ ପରୀକ୍ଷା। ଏନେଇ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ଼(ସିବିଏସଇ) ପକ୍ଷରୁ  ପରୀକ୍ଷାସୂଚୀ  ଶୁକ୍ରବାର ପ୍ରକାଶ କରାଯାଇଛି। ଆଜି ଉଭୟ ଦଶମ ଓ ଦ୍ବାଦଶ ଶ୍ରେଣୀ ଟର୍ମ-୨ ପରୀକ୍ଷା ପାଇଁ ସିବିଏସଇ ପକ୍ଷରୁ ପରୀକ୍ଷାସୂଚୀ ଜାରି କରାଯାଇଛି। ଦଶମ ଶ୍ରେଣୀ ପରୀକ୍ଷା  ଏପ୍ରିଲ ୨୬ରୁ ଆରମ୍ଭ ହୋଇ ମେ’ ୨୪ ତାରିଖରେ ଶେଷ ହେବ। ସେହିପରି ଦ୍ବାଦଶ ଶ୍ରେଣୀ ପରୀକ୍ଷା ଏପ୍ରିଲ ୨୬ ତାରିଖରୁ ଆରମ୍ଭ ହେବ ଏବଂ ଏହା ଜୁନ ୧୫ ତାରିଖ ପର୍ଯ୍ୟନ୍ତ ଚାଲିବ। ପୂର୍ବାହ୍ନ ୧୦ଟା ୩୦ରୁ ପରୀକ୍ଷା ଆରମ୍ଭ ହୋଇ ମଧ୍ୟାହ୍ନ ୧୨ଟା ୩୦ ଯାଏ ଚାଲିବ ପରୀକ୍ଷା। ସମସ୍ତ ପରୀକ୍ଷା ଅଫଲାଇନ ମୋଡରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ହେବ । କରୋନା କଟକଣା ମଧ୍ୟରେ ପରୀକ୍ଷା ଅନୁଷ୍ଠିତ ହେବ ବୋଲି ସୂଚନା ଦିଆଯାଇଛି।

 

- Advertisement -

 

 

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories