www.samajalive.in
Monday, December 8, 2025
27.1 C
Bhubaneswar

ଗୋଆର ମୁଖ୍ୟମନ୍ତ୍ରୀ  ରହିବେ ମନୋହର ପାରିକର:  ଅମିତ ଶାହ

ନୂଆଦିଲ୍ଲୀ .- ମନୋହର ପାରିକର ଗୋଆର ମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟ ତୁଲାଇବେ । ପାରିକର ଏବେ ଦିଲ୍ଲୀରେ ଏକ ହସପିଟାଲରେ ଚିକିତ୍ସିତ ହେଉଛନ୍ତି । ଏଥିଯୋଗୁଁ ଗୋଆର ମୁଖ୍ୟମନ୍ତ୍ରୀଙ୍କୁ ପରିବର୍ତ୍ତନ କରାଯିବା ନେଇ ଅନେକ କଳ୍ପନା ଜଳ୍ପନା ପ୍ରକାଶ ପାଇଥିଲା । ମାତ୍ର ଗୋଆର ମୁଖ୍ୟମନ୍ତ୍ରୀ ପରିବର୍ତ୍ତନ କରାଯିବ ନାହିଁ  ବୋଲି ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ ସୂଚନା ଦେଇଛନ୍ତି । ନିଜର ଟ୍ୱିଟର ଆକାଉଣ୍ଟରେ ସେ ଏ ନେଇ ସୂଚନା ଦେଇଛନ୍ତି ।

ଗୋଆର ମୁଖ୍ୟମନ୍ତ୍ରୀ ମନୋହର ପାରିକର ରହିବେ । ମାତ୍ର ମନ୍ତ୍ରିମଣ୍ଡଳରେ ଖୁବଶୀଘ୍ର ପରିବର୍ତ୍ତନ କରାଯିବ ବୋଲି ଅମିତ ଶାହ ଟ୍ୱିଟର ଆକାଉଣ୍ଟରେ ସୂଚନା ଦେଇଛନ୍ତି । ଗୋଆର ବିଜେପିର ନେତୃମଣ୍ଡଳୀ ସହ ଆଲୋଚନା ପରେ ଏହି ନିଷ୍ପତ୍ତି ନିଆଯାଇଥିବା କଥା ସେ ପ୍ରକାଶ କରିଛନ୍ତି  ।

- Advertisement -

Hot this week

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

Related Articles

Popular Categories