www.samajalive.in
Sunday, December 7, 2025
14.1 C
Bhubaneswar

ରାଜ୍ୟରେ ତଳମୁହାଁ କରୋନା ଗ୍ରାଫ୍‍ ; ଆଉ ୮୩ ନୂଆ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ହ୍ରାସ ପାଉଛି। ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ରେ ସୀମିତ ରହିଛି। ୨୪ ଘଣ୍ଟାରେ ଆଉ ୮୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଶୂନରୁ ୧୮ ବର୍ଷ ମଧ୍ୟରେ ୨୨,ସଙ୍ଗରୋଧରୁ ୪୯, ସ୍ଥାନୀୟ ୩୪। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୬,୫୪୦କୁ ବୃଦ୍ଧି ପାଇଛି। ମୋଟ ୧୨,୭୬,୪୦୨ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୯୭୭ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

- Advertisement -


୨୨ ଜିଲା ଓ ଷ୍ଟେଟ ପୁଲରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ୧, ବାଲେଶ୍ୱର ୪, ବରଗଡ ୧, ଭଦ୍ରକ ୧, ବଲାଙ୍ଗୀର ୪,କଟକ ୫, ଗଜପତି ୮, ଗଞ୍ଜାମ ୨, ଯାଜପୁର ୧, କଳାହାଣ୍ଡି ୧, କନ୍ଧମାଳ ୧,କେନ୍ଦ୍ରାପଡା ୪, ଖୋର୍ଦ୍ଧା ୫, କୋରାପୁଟ ୩, ମୟୁରଭଞ୍ଜ ୫, ନବରଙ୍ଗପୁର ୬, ନୟାଗଡ ୧, ନୂଆପଡା ୧, ପୁରୀ ୧, ସମ୍ବଲପୁର ୧୨, ସୋନପୁର ୫, ସୁନ୍ଦରଗଡ ୧୦ , ଷ୍ଟେଟ ପୁଲରୁ ୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Hot this week

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

Related Articles

Popular Categories