www.samajalive.in
Sunday, December 7, 2025
18.1 C
Bhubaneswar

ବର୍ଷା ବେଳେ ଛାତ ଖସିପଡିବାରୁ ମା ଓ ଶିଶୁ ମୃତ

ସିରସା(ହରିୟାଣା). –  ହରିୟାଣାର ସିରସାରେ ପ୍ରବଳ ବର୍ଷା ସମୟରେ ଏକ ଘରର ଛାତ ଖସି ପଡିବାରୁ ମାଆ ସହ ଶିଶୁ କନ୍ୟାର ମୃତ୍ୟୁ ହୋଇଛି ।  ରବିବାର ସକାଳେ ପ୍ରବଳ ବର୍ଷା ହୋଇଥିଲା । ଏକ ଚାଷ ଜମିରେ ନିକଟରେ ଥିବା ଘରେ ଏହି ମାଆ ଓ ଛୁଆ ଆଶ୍ରୟ ନେଇଥିଲେ । ଏତିକି ବେଳେ ଛାତଟି ଖସି ପଡିଥିଲା । ଘଟଣାସ୍ଥଳରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିଲା ।

ହରିୟାଣାରେ  ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା କଥା ପାଣିପାଗ କେନ୍ଦର ପକ୍ଷରୁ ସୂଚନା ଦିଆଯାଇଛି ।  ଏହାପରେ ହରିୟାଣାରେ ସତର୍କ ସୂଚନା ଜାରି କରାଯାଇଛି ।

Hot this week

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

Related Articles

Popular Categories