www.samajalive.in
Monday, December 8, 2025
24.1 C
Bhubaneswar

ଗୋଲାପି ଟେଷ୍ଟରେ ବୋଲରଙ୍କ କମାଲ

ବେଙ୍ଗାଲୁରୁ: ଗୋଲାପି ଟେଷ୍ଟରେ ଦୁଇ ଦଳ ବୋଲରଙ୍କ କମାଲ। ପ୍ରଥମ ଦିନରେ ୧୬ଟି ୱିକେଟର ପତନ; ବ୍ୟାଟ୍ସମ୍ୟାନ ନିରାଶ। ପ୍ରଥମ ଦିନ ଶେଷ ସୁଦ୍ଧା ଶ୍ରୀଲଙ୍କା ୮୬/୬। ବୁମ୍‌ରାଙ୍କୁ ୩, ସାମୀଙ୍କୁ ୨ ଓ ଅକ୍ଷର ପଟେଲଙ୍କୁ ଗୋଟିଏ ୱିକେଟ ମିଳିଛି।

 

- Advertisement -

ବେଙ୍ଗାଲୁରୁର ଏମ.ଚିନ୍ନାସ୍ବାମୀ ଷ୍ଟାଡିୟମଠାରେ ଚାଲିଥିବା ଭାରତ-ଶ୍ରୀଲଙ୍କା ଦିବାରାତ୍ର ଦ୍ବିତୀୟ ଟେଷ୍ଟ ମ୍ୟାଚରେ ପ୍ରଥମ ଦିନରୁ ହିଁ ରୋମାଞ୍ଚ ଦେଖିବାକୁ ମିଳିଛି। ଭାରତର ପ୍ରଥମ ଇନିଂସ ସ୍କୋର ୨୫୨ ଜବାବରେ ଶ୍ରୀଲଙ୍କା ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଆଜିର ଖେଳ ଶେଷ ସୁଦ୍ଧା ଶ୍ରୀଲଙ୍କା ମାତ୍ର ୮୬ ରନରେ ୬ଟି ୱିକେଟ ହରାଇ ସଂକଟରେ ପଡ଼ିଛି । ଦଳ ପକ୍ଷରୁ ଆଞ୍ଜେଲୋ ମାଥ୍ୟୁସ ସର୍ବାଧିକ ୪୩ ରନ କରିଥିବାବେଳେ ଅନ୍ୟ କୌଣସି ବ୍ୟାଟ୍ସମ୍ୟାନ ବଡ଼ ସ୍କୋର କରିପାରିନଥିଲେ। ଭାରତ ପକ୍ଷରୁ ଯଶପ୍ରୀତ ବୁମରା ୩ଟି, ମହମ୍ମଦ ସାମ୍ମି ୨ଟି ୱିକେଟ ନେଇଥିଲେ।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories