www.samajalive.in
Saturday, December 6, 2025
26.1 C
Bhubaneswar

ବିଜେଡି ଜିଲ୍ଲା ଉପସଭାପତିଙ୍କ ମାତୃ ବିୟୋଗ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ବିଜୁ ଜନତା ଦଳର ଉପସଭାପତି ଶ୍ରୀଯୁକ୍ତ ପ୍ରଦୀପ୍ତ କୁମାର ସାହୁଙ୍କ ମାତୃ ବିୟୋଗ ହୋଇଛି । ରବିବାର ଭୋର ୪ ଘଣ୍ଟା ସମୟରେ ତାଙ୍କ ଛତ୍ରଙ୍ଗସ୍ଥିତ ବାସଭବନରେ ତାଙ୍କର ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୮୪ ବର୍ଷ ବୟସ ହୋଇଥିଲା । ପରଲୋକ ସମୟରେ ତାଙ୍କ ନିକଟରେ ତାଙ୍କର ତିନି ପୁତ୍ର, ପୁତ୍ରବଧୂ, ତିନି ଝିଅ ତଥା ନାତି ନାତୁଣୀ ସମସ୍ତେ ଉପସ୍ଥିତ ଥିଲେ । ଶ୍ରୀମତୀ ସାହୁ ଜଣେ ଧର୍ମ ପରାୟପଣା ଓ ପରୋପକାରୀ ମହିଳା ଥିଲେ । ତାଙ୍କର ପରଲୋକ ଖବର ପାଇ ଅଞ୍ଚଳର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ତାଙ୍କ ବାସଭବନରେ ପହଞ୍ଚି ତାଙ୍କର ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories