www.samajalive.in
Monday, December 8, 2025
17.1 C
Bhubaneswar

ଟରୋଣ୍ଟୋରେ ଦୁର୍ଘଟଣା, ୫ ଭାରତୀୟ ଛାତ୍ରଙ୍କ ମୃତ୍ୟୁ

ଟରୋଣ୍ଟୋ: କାନାଡାର ଟରୋଣ୍ଟୋ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଏକ ଅଟୋରେ ଯାଉଥିବା ବେଳେ ଦୁର୍ଘଟଣା ହୋଇଥିବା ଜଣାପଡ଼ିଛି ।  ଏହି ଦୁର୍ଘଟଣାରେ ୫ଜଣ ଭାରତୀୟ ଛାତ୍ରଙ୍କ ମୃତ୍ୟୁ ହୋଇଛି । ୨ ଜଣ ଆହତ ମଧ୍ୟ ହୋଇଛନ୍ତି । ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସୂଚନା ମୁତାବକ ଗତକାଲି ଛାତ୍ର ମାନେ ଏକ ଅଟୋରେ କୌଣସି ଏକ ସ୍ଥାନକୁ ଯାଉଥିଲେ । ଯିବା ସମୟରେ କୌଣସି ଏକ କରଣରୁ ଦୁର୍ଘଟଣା ଘଟିଥିଲା । ଏନେଇ ମୁଖ୍ୟ କମିଶନର ଅଜୟ ବିସରିଆ ସୂଚନା ଦେଇଛନ୍ତି ।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories