www.samajalive.in
Monday, December 8, 2025
27.1 C
Bhubaneswar

ଦେଶରେ ଆଉ ୨,୫୦୩ ପଜିଟିଭ୍ ଚିହ୍ନଟ

ନୂଆଦିଲ୍ଳୀ: ଦେଶରେ ୩ ହଜାର ତଳକୁ ଖସିଲା କରୋନା ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟାରେ ଦେଶରେ ଆଉ ୨,୫୦୩ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ଗୋଟିଏ ଦିନରେ କରୋନାରୁ ସୁସ୍ଥ ହୋଇଛନ୍ତି ଆଉ ୪,୩୭୭ ସଂକ୍ରମିତ । ଅନ୍ୟପଟେ ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ମଧ୍ୟ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ଆଉ ୨୭ ଜଣଙ୍କ ମୃତ୍ୟୁ ହୋଇଛି । ଦେଶରେ ମୋଟ୍ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩୬ ହଜାର ୧୬୮ ରହିଥିବା ସୂଚନା ଦେଇଛି ସ୍ବାସ୍ଥ୍ୟ ବିଭାଗ ।

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories