www.samajalive.in
Sunday, December 7, 2025
14.1 C
Bhubaneswar

ରାଜ୍ୟରେ ଆଉ ୬୮ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଆଜି ବି ଶହେ ତଳେ ରହିଛି କରୋନା ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୬୮ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଆଜିର ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ସକ୍ରିୟ ମାମଲା ୮୫୧ ରହିଛି । ସେଥିମଧ୍ୟରୁ ଜନ୍ମରୁ ୧୮ ବର୍ଷ ମଧ୍ୟରେ ୧୨ଜଣ ଆକ୍ରାନ୍ତ ରହିଛନ୍ତି । ରାଜ୍ୟରେ କରୋନା ସଂକ୍ରମଣ କମୁଥିବା ବେଳେ ସୁସ୍ଥତା ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି । ରାଜ୍ୟରେ ଗୋଟିଏ ଦିନରେ କରୋନାରୁ ସୁସ୍ଥ ହୋଇଛନ୍ତି ୧୧୦ ଜଣ ଆକ୍ରାନ୍ତ । ସେହିପରି ରାଜ୍ୟରେ ଏଯାଏ ମୋଟ ୧୨,୮୬,୬୯୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ମୋଟ୍ ସୁସ୍ଥ ହୋଇସାରିଲେଣି ୧୨,୭୬,୬୭୫ ଆକ୍ରାନ୍ତ ।

Hot this week

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

Related Articles

Popular Categories