www.samajalive.in
Sunday, December 7, 2025
26.1 C
Bhubaneswar

ନକ୍ସଲଙ୍କ ଆଇଇଡି ବିସ୍ଫୋରଣ ; ଜଣେ ଯବାନ ସହିଦ୍‍

ଛତିଶଗଡ : ଛତିଶଗଡ ନାରାୟଣପୁର ସୋନପୁର ଅଞ୍ଚଳରେ ଆଇଇଡି ବିସ୍ଫୋରଣରେ ଜଣେ ଯବାନ ସହିଦ୍‍ ହୋଇଛନ୍ତି ବୋଲି ଆଜି ଖବର ମିଳିଛି। ନକ୍ସଲଙ୍କ ଆଇଇଡି ବିସ୍ଫୋରଣରେ ଜଣେ ଆଇଟିବିପି ଏଏସଆଇ ସହିଦ୍‍ ହୋଇଛନ୍ତି। ଏହାସହ ଆଉ ଜଣେ ଯବାନଙ୍କ ଅବସ୍ଥା ଗୁରୁତର ହୋଇଛି। ତାଙ୍କୁ ଏୟାରଲିଫ୍ଟ ଯୋଗେ ରାୟପୁରକୁ ସ୍ଥାନାନ୍ତର କରାଯାଇଛି।
ସୂଚନା ଯୋଗ୍ୟ, ନାରାୟଣପୁର ଏସପି ସଦାନନ୍ଦ କୁମାର କହିଛନ୍ତି , ସୋମବାର ଆଇଟିବିପି ଯବାନଙ୍କ ଟିମ୍‍ ପାଟ୍ରୋଲିଂ ପାଇଁ ଯାଉଥିଲେ। ନକ୍ସଲମାନେ ସୋନପୁର ପୁଲିସ ଷ୍ଟେସନ ଅଞ୍ଚଳରେ ଯବାନଙ୍କ ଯିବା ରାସ୍ତାରେ ଆଇଇଡି ଖଞ୍ଜି ଥିଲେ। ଫଳରେ ଯବାନମାନେ ଯାଉଥିବା ସମୟରେ ବିସ୍ଫୋରଣରେ ଜଣେ ଯବାନଙ୍କର ମୃତ୍ୟୁ ହୋଇଛି।

Hot this week

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

Related Articles

Popular Categories