www.samajalive.in
Saturday, December 6, 2025
19.1 C
Bhubaneswar

ପଲସରରେ ଆସି ଲୁଟିଲେ ୮ ଲକ୍ଷ

ରାଉରକେଲା : ରାଉରକେଲା ସେକ୍ଟର -୧୯ ଥାନା ନିକଟରେ ଆଜି ଏକ ବଡ ଧରଣର ଲୁଟ ହୋଇଛି। ପଲସରରେ ଆସି ଦୁର୍ବୃତ୍ତ ପେଟ୍ରୋଲ ପମ୍ପ କର୍ମଚାରୀଙ୍କ ଠାରୁ ୮ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି। ପେଟ୍ରୋଲ ପମ୍ପର ଜଣେ କର୍ମଚାରୀଙ୍କ ଠାରୁ ଗୋଟିଏ ବାଇକରେ ଆସିଥିବା ଦୁଇ ଜଣ ଦୁର୍ବୃତ୍ତ ଟଙ୍କା ଝାମ୍ପି ନେଇ ଫେରାର ହୋଇ ଯାଇଛନ୍ତି। ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

Hot this week

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

Related Articles

Popular Categories