www.samajalive.in
Sunday, December 7, 2025
26.1 C
Bhubaneswar

ବିଜେଡି କାର୍ଯ୍ୟାଳୟ ଶୁଭାରମ୍ଭ କଲେ ବିଧାୟକ

ଗଞ୍ଜାମ: ବିଜ୍ଞାପିତ ଅଞ୍ଚଳ ପରିଷଦର ପୌର ନିର୍ବାଚନ ପାଇଁ ଗଞ୍ଜାମ ବଡ଼ ବଜାରଠାରେ ବିଜେଡି କାର୍ଯ୍ୟାଳୟର ଉଦଘାଟନ ଓ ପ୍ରଚାର ଗାଡି ଶୁଭାରମ୍ଭ କରିଛନ୍ତି ବିଧାୟକ ସୁବାସ ଚନ୍ଦ୍ର ବେହେରା ।  ମୁଖ୍ୟମନ୍ତ୍ରୀଙ୍କ ହାତମୁଠାକୁ ଟାଣ କରିବାକୁ ନେଇ ଦଳୀୟ କର୍ମୀଙ୍କୁ ସଙ୍ଗଠିତ ହେବା ସହ ନିର୍ବାଚନରେ ବିଜୁ ଜନତା ଦଳ ପାର୍ଥୀ ମାନଙ୍କୁ ବିପୁଳ ସଂଖ୍ୟାରେ ଜିତାଇ ଆଣିବାକୁ ପରାମର୍ଶ ଦେଇଥିଲେ। କାର୍ଯ୍ୟାଳୟ ଶୁଭାରମ୍ଭ ବେଳେ ବିଜେଡି ଏନଏସି ସଭାପତି ସୁଧୀର କୁମାର ପାଢ଼ୀ, ଛାତ୍ର ସଭାପତି ତଥା ଯୁବ ସଂଗଠକ ରାକେଶ ରଞ୍ଜନ ଦାସ, ନଗର ସଭାପତି ପି. ରାଜୁ ରେଡ଼ି, ପୂର୍ବତନ କାଉନସିଲର ଦଣ୍ଡପାଣି ପରିଡା, ପୂର୍ବତନ ଏନଏସି ଅଧକ୍ଷା ଉର୍ମିଳା ପଲାଇ, ପୂର୍ବତନ ଉପନଗରପାଳ ନୀଳାଞ୍ଚଳ ବାରିକି, ମଦନ ପାଢ଼ୀ, ସୁଧିର ପଲାଇ ସୁମୂସାହୁ , ମୁନା ପରିଡା, ଆଇନଜୀବି ପଙ୍କଜ ବାରିକି, ସୁଦାମ ଚରଣ ପଲାଇ, ସିମାଞ୍ଚଳ ସାହୁ, ମନୋଜ ପଣ୍ଡା, ଯୁବନେତା ମନୋଜ ପ୍ରଧାନ, ଗଞ୍ଜାମ ଏନଏସି ର ଅଧକ୍ଷା ପାର୍ଥିନି ଝୁଲି ପାତ୍ରଙ୍କ ସମେତ ସମସ୍ତ କାଉନସିଲର ପାର୍ଥୀ ଓ ବହୁ ଦଳୀୟ କର୍ମୀ ଉପସ୍ଥିତ ରହିଥିଲେ ।

Hot this week

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

Related Articles

Popular Categories