www.samajalive.in
Monday, December 8, 2025
16.1 C
Bhubaneswar

ନୱାବ ମଲିକଙ୍କ ମଧ୍ୟବର୍ତ୍ତୀକାଳୀନ ଜାମିନ ଆବେଦନ ଖାରଜ

ମୁମ୍ବଇ: ମହାରାଷ୍ଟ୍ରର ବମ୍ବେ ହାଇକୋର୍ଟ ମଙ୍ଗଳବାର ଦାଉଦ ଇବ୍ରାହିମ୍‌ ଲିଙ୍କ୍‌ ଓ ବେଆଇନ ଅର୍ଥ କାରବାର ମାମଲାରେ ମନ୍ତ୍ରୀ ନୱାବ ମଲିକଙ୍କ ମଧ୍ୟବର୍ତ୍ତୀକାଳୀନ ଜାମିନ ଆବେଦନକୁ ଖାରଜ କରି ଦେଇଛନ୍ତି। ଏନସିପି ନେତା ନବାବ ମଲିକ ପ୍ରବର୍ତ୍ତନ ନିର୍ଦେଶାଳୟ(ଇଡି) ଦ୍ବାରା ତାଙ୍କ ବିରୋଧରେ ରୁଜୁ ହୋଇଥିବା ବେଆଇନ ଅର୍ଥ କାରବାର ମାମଲାକୁ ରଦ୍ଦ କରିବା ପାଇଁ ବମ୍ବେ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ। ତାଙ୍କ ଗିରଫଦାରୀ ବେଆଇନ ଓ ତାଙ୍କୁ ତୁରନ୍ତ ଛାଡ଼ି ଦିଆଯାଉ ବୋଲି ମଲିକ ତାଙ୍କ ପିଟିସନରେ ଉଲ୍ଲେଖ କରିଥିଲେ।

ସୂଚନାଯୋଗ୍ୟ, ଫେବୃୟାରୀ ୨୩ ତାରିଖରେ ମହାରାଷ୍ଟ୍ର ମନ୍ତ୍ରୀ ନୱାବ ମଲିକଙ୍କୁ ପ୍ରବର୍ତ୍ତନ ନିର୍ଦେଶାଳୟ ଗିରଫ କରିଥିଲେ। ସେ ଦାଉଦ ଇବ୍ରାହିମର ଘନିଷ୍ଠ ବନ୍ଧୁଙ୍କଠାରୁ ସମ୍ପତ୍ତି କିଣିଥିବା ଅଭିଯୋଗ ହୋଇଥିଲା। ଏଥିସହ ବେଆଇନ ଅର୍ଥ କାରବାର ମାମଲାରେ ମଧ୍ୟ ତାଙ୍କ ସମ୍ପୃକ୍ତି ନେଇ ଇଡି ଯାଞ୍ଚ କରୁଛି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories