www.samajalive.in
Sunday, December 7, 2025
26.1 C
Bhubaneswar

ଓଡିଶାରେ ତଳକୁ ଖସୁଛି କରୋନା ଗ୍ରାଫ୍‍ ; ଶହେରେ ସୀମିତ ନୂଆ ଆକ୍ରାନ୍ତ

ଭୁବନେଶ୍ୱର : ରାଜ୍ୟରେ ଖସୁଛି କରୋନା ଗ୍ରାଫ୍‍। ୨୪ ଘଣ୍ଟାରେ ଆଉ ୮୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଜନ୍ମରୁ ୧୮ ବର୍ଷ ମଧ୍ୟରେ ୧୨,ସଙ୍ଗରୋଧରୁ ୪୫ ଓ ସ୍ଥାନୀୟ ୩୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୬,୮୫୨କୁ ବୃଦ୍ଧି ପାଇଛି। ମୋଟ ୧୨,୭୬,୯୩୪ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୭୫୦ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

- Advertisement -


୨୦ ଜିଲା ଓ ଷ୍ଟେଟ ପୁଲରୁୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ବାଲେଶ୍ୱରରୁ ୫, ବରଗଡ ୧, ବଲାଙ୍ଗୀର ୪, ବୌଦ୍ଧ ୨, କଟକ ୩, ଦେଓଗଡ ୩, ଗଜପତି ୯, ଗଞ୍ଜାମ ୩, ଯାଜପୁର ୨, କନ୍ଧମାଳ ୧, କେନ୍ଦ୍ରାପଡା ୩, କେନ୍ଦୁଝର ୧, ଖୋର୍ଦ୍ଧା ୮, କୋରାପୁଟ ୩, ମୟୁରଭଞ୍ଜ ୭, ନବରଙ୍ଗପୁର ୧, ନୂଆପଡା ୧, ସମ୍ବଲପୁର ୧୩, ସୋନପୁର ୨, ସୁନ୍ଦରଗଡ ୬, ଷ୍ଟେଟ ପୁଲରୁ ୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Hot this week

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

Related Articles

Popular Categories