www.samajalive.in
Thursday, December 11, 2025
15.1 C
Bhubaneswar

ପାରିବାରିକ କଳହ ପାଇଁ ଚାଲିଗଲା ବ୍ୟକ୍ତିଙ୍କ ଜୀବନ

ପାଟଣା : କେନ୍ଦୁଝର ଜିଲ୍ଲା ପାଟଣା ଥାନା ସାନଜାମୁପଶି ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ପାରିବାରିକ କଳହରୁ ଜଣେ ବ୍ୟକ୍ତି ଗଛରେ ଫାଶୀ ଲଗାଇ ଆତ୍ମହତ୍ୟା କରିଛନ୍ତି। ମୃତ ବ୍ୟକ୍ତି ଗ୍ରାମର ରାଜକିଶୋର ମୁଣ୍ଡା ବୋଲି ଜଣାପଡିଛି। ଗତକାଲି ସଂଧ୍ୟାରେ କୌଣସି କଥାକୁ ନେଇ ଘରେ ପାଟିତୁଣ୍ଡ ହୋଇଥିବା ବେଳେ ସେ ପୁରୁଣା ଘରୁ ନୂଆ ଘରକୁ ଶୋଇବା ପାଇଁ ଚାଲିଯାଇଥିଲେ। ତେବେ ଆଜି ସକାଳୁ ତାଙ୍କ ମୃତଦେହ ଘର ପଛପାଖ ଏକ ଗଛରେ ଝୁଲୁଥିବା ପରିବାର ଲୋକେ ଦେଖିବାକୁ ପାଇଥିଲେ । ଏନେଇ ପାଟଣା ଥାନା କୁ ଖବର ଦିଆଯିବା ପରେ ଘଟଣାସ୍ଥଳରେ ପୁଲିସ ପହଞ୍ଚି ମୃତଦେହକୁ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ତେବେ ଆଜି ଅପରାହ୍ନରେ ମୃତଦେହ ପାଟଣାରେ ବ୍ୟବଚ୍ଛେଦ କରାଯାଇଥିବା ଜଣାପଡିଛି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories