www.samajalive.in
Thursday, December 11, 2025
16.1 C
Bhubaneswar

ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡିରୁ ୨ ନିଲମ୍ବିତ

ଭୁବନେଶ୍ୱର: ଦଳ ବିରୋଧୀ କାର୍ଯ୍ୟ ପାଇଁ ଅନୁଗୁଳ ଜିଲ୍ଲାର ଆଠମଲିକ ଏନ୍‍ଏସ୍‍ସିର ନିହାର ହୋତା ଓ ସନ୍ତୋଷ ହୋତାଙ୍କୁ ବିଜୁ ଜନତା ଦଳରୁ ନିଲମ୍ବିତ କରିଛି। ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ଉଭୟଙ୍କୁ ନିଲମ୍ବିତ କରିଛନ୍ତି। ଏନେଇ ଦଳ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି।

Hot this week

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି - ମାଲକାନଗିରି ଜିଲାରେ ଡିସେମ୍ବର ୪ ତାରିଖରେ ଏକ ମୁଣ୍ଡବିହୀନ...

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

Related Articles

Popular Categories