www.samajalive.in
Sunday, December 14, 2025
16.1 C
Bhubaneswar

ମର୍ମନ୍ତୁଦ ସଡକ ଦୁର୍ଘଟଣା ; ଗୋଟିଏ ପରିବାର ତିନି ମୃତ

ବ୍ରହ୍ମପୁର : ଗଂଜାମ ଜିଲ୍ଲା ଚିକିଟି ବ୍ଳକର ଲିଆଖାଇ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ତିନିଜଣଙ୍କର ମୃତ୍ୟୁ ଘଟିଛି। ଗୋଟିଏ ବସ୍‍ ଏବଂ ମଟର ସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଜେଜେ ବାପା, ଜେଜେ ମାଆ ଏବଂ ନାତୁଣୀର ଘଟଣାସ୍ଥଳ ମୃତ୍ୟୁ ଘଟିଛି। ମୃତକମାନେ ହେଲେ ଲକ୍ଷ୍ମୀକାନ୍ତ ପ୍ରଧାନ(୫୪), କାମା ପ୍ରଧାନ(୪୫) ଏବଂ ନାତୁଣୀ ଅଲିଭା ପ୍ରଧାନ।
ଦୁର୍ଘଟଣା ପରେ ଉତ୍ୟକ୍ତ ଲୋକେ ରାସ୍ତା ଅବରୋଧ କରି କ୍ଷତିପୂରଣ ଦାବି କରିଛନ୍ତି। ଫଳରେ ଯାନବାହାନ ଚଳାଚଳ ପ୍ରଭାବିତ ହୋଇଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories