www.samajalive.in
Tuesday, December 9, 2025
17.1 C
Bhubaneswar

ଦୋଳଯାତ୍ରାରେ ଆତସବାଜି ପ୍ରଦର୍ଶନ ବେଳେ ଅଘଟଣ: ୫ ଆହତ, ୨ ଗୁରୁତର

ବଳଙ୍ଗା: ପୁରୀ ଜିଲ୍ଲା ବଳଙ୍ଗା ଥାନା ଶାଇଁଶ ଶାସନ ପଞ୍ଚାୟତ ଦୋଳ ପୂର୍ଣ୍ଣିମା ତିଥିରେ ଉଗ୍ରନାଥ, ଗୋପୀନାଥ, ଭଗବତୀ, ଚନ୍ଦ୍ରଶେଖରଙ୍କ ଚଳନ୍ତି ପ୍ରତିମା ସୁସଜ୍ଜିତ ବିମାନରେ ଶାଇଁଶ ଶାସନ ଏବଂ ଭଗବତୀପୁର ରାଜସ୍ବ ଗ୍ରାମ ସୀମାବର୍ତ୍ତୀ ତୋଟାପଡା ଠାରେ ଏକତ୍ରିତ ହୋଇଥିଲେ। ପରମ୍ପରା ଅନୁଯାୟୀ ଆତସବାଜି ପ୍ରଦର୍ଶନ ସମୟରେ ଏକ କାଠଚକ୍ର ଲକ୍ଷ୍ୟ ଭ୍ରଷ୍ଟ ହୋଇ ଦୋଳ ବିମାନ ଉପରେ ପଡିଯିବା ଫଳରେ ଜଣେ ପୂଜକଙ୍କ ସମେତ ୫ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories