www.samajalive.in
Sunday, December 7, 2025
23.1 C
Bhubaneswar

ଆସନ୍ତାକାଲି ଅଷ୍ଟ୍ରେଲିଆ-ଭାରତ ଦ୍ୱିତୀୟ ସମ୍ମିଳନୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ସ୍କଟ୍‍ ମୋରିସନ୍‍ଙ୍କ ମଧ୍ୟରେ ଦ୍ୱିତୀୟ ଭାରତ ଅଷ୍ଟ୍ରେଲିଆ ଭର୍ଚୁଆଲ୍‍ ସମ୍ମିଳନୀ ଆସନ୍ତାକାଲି ଅନୁଷ୍ଠିତ ହେବ। ୨୦୨୦ ଜୁନ୍‍ ୪ରେ ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ହୋଇଥିବା ଐତିହାସିକ ପ୍ରଥମ ସମ୍ମିଳନୀ ପରେ ଉଭୟ ନେତା ଆସନ୍ତାକାଲି ଦ୍ୱିତୀୟ ବୈଠକରେ ଏକାଠି ହେବେ। ଏହି ଦ୍ୱିତୀୟ ବୈଠକରେ ଉଭୟ ନେତା ଦୁଇ ଦେଶ ମଧ୍ୟରେ ବ୍ୟାପକ ରଣନୀତିକ ଭାଗିଦାରୀ ସମ୍ପର୍କରେ ହୋଇଥିବା ଅଗ୍ରଗତିର ସମୀକ୍ଷା କରିବେ।

ଏହି ବୈଠକରେ ବିଭିନ୍ନ କ୍ଷେତ୍ରରେ ପାରସ୍ପରିକ ସହଯୋଗକୁ ବ୍ୟାପକ କରିବା ପାଇଁ ବିଭିନ୍ନ ଯୋଜନା ସମ୍ପର୍କରେ ଆଲୋଚନା ହେବ। ଏହାବ୍ୟତୀତ ଉଭୟ ନେତା ଆଞ୍ଚଳିକ ଓ ଆନ୍ତର୍ଜାତିକ ବିଭିନ୍ନ ସମସ୍ୟା ସମ୍ପର୍କରେ ମଧ୍ୟ ଆଲୋଚନା କରିବେ ବୋଲି ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ସୂତ୍ରରୁ ପ୍ରକାଶ।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories