www.samajalive.in
Sunday, December 7, 2025
16.1 C
Bhubaneswar

ଦୁଇ ବାଇକ ମୁହାଁମୁହିଁ  ଧକ୍କା ,ଦୁଇ ଗୁରୁତର

ଗୁଡଭେଲା : ତୁଷୁରା ଥାନା ବ୍ଳକ ଅନ୍ତର୍ଗତ ଚାଣ୍ଟିପଦର ଶିବ ମନ୍ଦିର ପାଖରେ ଥିବା ବୁଲାଣିରେ ଏକ ସଡକ ଦୁର୍ଘଟଣା ଘଟିଛି। ଦୁଇ ବାଇକ ମୁହାଁମୁହିଁ  ଧକ୍କା ହେବା ଫଳରେ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି । ଆହତ ବ୍ୟକ୍ତି ଜଣେ ତୁଷୁରା ସହରର ହୋଇଥିବାବେଳେ ଅନ୍ୟ ଜଣେ ସଇନ୍ତଳା ଥାନ ଅନ୍ତର୍ଗତ ନିଆକାନିର ଗାଁର। ସେମାନେ  ପରିବାର ସହ ବିପରୀତ ଦିଗରୁ ଆସୁଥିବାବେଳେ ଦୁର୍ଘଟଣା ଘଟିଛି। ଖବର ପାଇବା ପରେ  ତୁଷୁରା ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଆହତ ବ୍ୟକ୍ତିଙ୍କୁ  ଉଦ୍ଧାର  କରିବା ସହ ବଲାଙ୍ଗିର ସ୍ଥିତ ଭିମ ଭୋଇ ଡାକ୍ତରଖାନାକୁ ପଠାଯାଇଥିଲା । ଏନେଇ ତୁଷୁରା ପୁଲିସ ପକ୍ଷରୁ ସୂଚନା ମିଲିଛି ।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories