www.samajalive.in
Sunday, December 14, 2025
15.1 C
Bhubaneswar

ଏସଟିଏଫ ଚଢାଉ ; ଗଞ୍ଜେଇ ଜବତ,ଦୁଇ ଗିରଫ

ଭୁବନେଶ୍ୱର : ପୁଣି ଧରା ହେଲେ ଦୁଇ ଗଞ୍ଜେଇ ଚାଲାଣକାରୀ। ଅନୁଗୁଳ କିଶୋରନଗର ବାଙ୍କପଲାଶା ଅଞ୍ଚଳରୁ ଏସଟିଏଫ ଟିମ ଦୁଇ ଗଞ୍ଜେଇ ଚାଲାଣକାରୀଙ୍କୁ ଗିରଫ କରିଛି ବୋଲି ଆଜି ଖବର ମିଳିଛି। ଗିରଫ ଦୁଇ ଜଣ ହେଲେ ସୁଶାନ୍ତ କୁମାର ସାହୁ ଏବଂ ଯୁଗଳ ସାହୁ। ଏମାନଙ୍କ ନିକଟରୁ ୧୬୫ କେଜି ଗଞ୍ଜେଇ ଜବତ ହେବା ସହ ଗୋଟିଏ କାର, ଗୋଟିଏ ବାଇକ୍‍ ଓ ଗୋଟିଏ ବନ୍ଧୁକ ଜବତ କରିଛି।
ଗଞ୍ଜେଇ ଚାଲାଣ ହେଉଥିବା ନେଇ ଏସଟିଏଫ ଟିମ ଖବର ପାଇ ଚଢାଉ କରିଥିଲା। ଘଟଣାର ତଦନ୍ତ ଜାରି ରହିଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories