www.samajalive.in
Thursday, December 11, 2025
18.1 C
Bhubaneswar

ଅଂଶୁମାନ ଟ୍ରଷ୍ଟ ପକ୍ଷରୁ ଦିବ୍ୟାଙ୍ଗ ଗଣେଶଙ୍କୁ ଟ୍ରାଇ ସାଇକେଲ ପ୍ରଦାନ

ଯାଜପୁର : ଅଂଶୁମାନ ମେମୋରିଆଲ ଟ୍ରଷ୍ଟର ସମ୍ପାଦକ ହିମାଂଶୁ ଶେଖର ସାହୁଙ୍କ ପରାମର୍ଶକ୍ରମେ ଟ୍ରଷ୍ଟର ସଦସ୍ୟମାନେ ସୁକିନ୍ଦା ନିର୍ବାଚନ ମଣ୍ଡଳୀ ଦାନଗଦି ବ୍ଲକ କୁମ୍ଭୀରଗାଡିଆ ପଂଚାୟତର ମାଟିଟିକର ଗ୍ରାମର ଜଣେ ଦିବ୍ୟାଙ୍ଗ ଗଣେଶ ଦଳାଇଙ୍କୁ ଏକ ଟ୍ରାଇ ସାଇକେଲ ପ୍ରଦାନ କରିଛନ୍ତି। ଗଣେଶ ସୋସିଆଲ ମିଡ଼ିଆରେ ଏକ ଟ୍ରାଇ ସାଇକେଲ ପାଇଁ ଗୁହାରି କରିଥିଲେ ଏବଂ ସେ ଟ୍ରାଇ ସାଇକେଲ ପାଇଲେ ସ୍କୁଲ ଯିବେ ବୋଲି ମଧ୍ୟ କହିଥିଲେ। ଏହି ଖବର ପାଇ ଟ୍ରଷ୍ଟର ସଦସ୍ୟମାନେ ତାଙ୍କୁ ଏକ ଟ୍ରାଇ ସାଇକେଲ ପ୍ରଦାନ କରିବା ସହ ତାଙ୍କ ପ୍ରତିପୋଷଣ ପାଇଁ ପରିବାର ବର୍ଗଙ୍କୁ ଦୁଇ ମାସର ରାସନ ସାମଗ୍ରୀ ପ୍ରଦାନ କରିଛନ୍ତି।

Hot this week

ପରିବାରରୁ ଦୁର୍ନୀତି ବିରୋଧରେ ଶିକ୍ଷା ଦିଆଯାଉ: ଜଷ୍ଟିସ ନାୟକ

ଦୁର୍ନୀତି ମୁକ୍ତ ଓଡ଼ିଶା ସାମୂହିକ ସଂକଳ୍ପ ହେଉ: ରାଜ କୁମାର ଭୁବନେଶ୍ବର :...

ମହିଳାଙ୍କୁ ଦୁର୍ବ୍ୟବହାର- ବୃଦ୍ଧଙ୍କୁ ଲଣ୍ଡା କରି ଚପଲ ମାଳ ପିନ୍ଧାଇଲେ

ଭବାନୀପାଟଣା - ଜଣେ ମହିଳାଙ୍କୁ ଦୁର୍ବ୍ୟବହାର କରିବା ଅଭିଯୋଗରେ ସଦରଥାନା ଅନ୍ତର୍ଗତ...

୨୦୦ ଥର ବସଉଠ କରାଇଲେ ଶିକ୍ଷୟିତ୍ରୀ, ଚେତା ହରାଇଲେ ଛାତ୍ରୀ

ସମାଜଲାଇଭ ଡେସ୍କ: ଛାତ୍ରୀଙ୍କୁ ଦୁଇ ଶହ ଥର ବସଉଠ କରାଇଲେ ଶିକ୍ଷୟିତ୍ରୀ।...

 ବସ୍‌ ସହ ବାଇକ ମୁହାଁ ମୁହିଁ ଧକ୍କା, ୨ ଛାତ୍ରଙ୍କ ମୃତ୍ୟୁ  

ଗୁଣପୁର, - -ରାୟଗଡ଼ା ଜିଲ୍ଲା ରାମନାଗୁଡା ଥାନା ଅନ୍ତର୍ଗତ ପାଲୁପାଇ ନିକଟରେ...

ନବ ନିଯୁକ୍ତଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ: ଦୁର୍ନୀତିଠାରୁ ଲକ୍ଷେ କୋଷ ଦୂରରେ ରୁହନ୍ତୁ

‘ମୁଖ୍ୟମନ୍ତ୍ରୀ ଆଡ଼ିବନ୍ଧ ତିଆରି ଯୋଜନା-୩.୦’ ଲୋକାର୍ପିତ ଭୁବନେଶ୍ୱର: ଯିଏ ଯେଉଁ ପଦବୀରେ ବି...

Related Articles

Popular Categories