www.samajalive.in
Thursday, December 11, 2025
18.1 C
Bhubaneswar

ନଦୀରେ ବୁଡ଼ି ମତ୍ସ୍ୟଜୀବୀଙ୍କ ମୃତ୍ୟୁ

ରେଙ୍ଗାଲିକ୍ୟାମ୍ପ- ଅତାବିରା ମାନପୁରର     ମତ୍ସ୍ୟଜୀବୀ ଦିଲିପ୍ ଭୋଇ (୪୦) ଙ୍କର ମୃତ୍ୟୁ । ମହା ନଦୀରେ ବୁଡି ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ସେ ଡଙ୍ଗା ସାହାଯ୍ୟରେ ମାଛ ଧରିବା ଏବଂ ମଏସେନା କନ୍ଦା ସଂଗ୍ରହ କରିବା ବେଳେ ପାଣି ରେ ବୁଡ଼ିଯାଇ ଥିଲେ। ଏହା ଦେଖି ଆଖ ପାଖର ଲୋକେ ତାକୁ ଉଦ୍ଧାର କରି ଅତାବିରା ଥାନା ଅନ୍ତର୍ଗତ କାଦୋବାହାଲ ଡାକ୍ତରଖାନାକୁ ନେଇଥିଲେ କିନ୍ତୁ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

 

- Advertisement -

ଖବର ପାଇ ଗୋଡଭଗା ପୋଲିସ ଓ ଋଷୁଡ଼ା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଶବ କୁ ଜବତ କରି ବ୍ୟବଚ୍ଛେଦ ପାଇଁ ବରଗଡକୁ ପଠେଇଥିଲେ। ଏ ନେଇ ରୁସୁଡ଼ା ପୋଲିସ କେସ ନଂ ୩ ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ରଖିଥିବା ଜଣାପଡିଛି।

Hot this week

ନାଗରିକତା ପାଇଥିବା ସମସ୍ତଙ୍କୁ ମିଳିବ ସରକାରୀ ସୁବିଧା , ୩୫ ଜଣଙ୍କୁ ନାଗରିକତା ପ୍ରମାଣ ପତ୍ର

ଭୁବନେଶ୍ୱର :ଜନଗଣନା ନିର୍ଦ୍ଦେଶାଳୟ ଓଡ଼ିଶା ଓ ଗୃହ ମନ୍ତ୍ରାଳୟ ଭାରତ ସରକାରଙ୍କ...

ହତ୍ୟାପରେ ପଡୋଶୀଙ୍କ ରକ୍ତ ପିଇଥିଲେ ଏହି ମହିଳା- ୫୦ ବର୍ଷ କାରା ଦଣ୍ଡାଦେଶ

ନ୍ୟୁୟର୍କ- ଆମେରିକାର ଜଣେ ମହିଳା ତାଙ୍କ ପଡୋଶୀଙ୍କୁ ରାଗରେ ହତ୍ୟା କରିଥିଲେ...

୨୦ ବର୍ଷ ପରେ ନୂଆ ଜୀବନ ପାଇଲେ ବିଶ୍ଵଭୂଷଣ

ଭୁବନେଶ୍ୱର: ଯୁବ ଅବସ୍ଥାରେ ଅଣ୍ଟା ଭାଙ୍ଗିପଡ଼ିଥିଲା। ୮୦ ବର୍ଷର ବୃଦ୍ଧ ପରି...

ହାତୀ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ

କଣ୍ଟାବାଞ୍ଜି: ବଲାଙ୍ଗୀର ଜିଲ୍ଲା ତୁରେକେଲା ଥାନା ବଡବାଙ୍କୀ ପଞ୍ଚାୟତ ସାନବାଙ୍କି ଗ୍ରାମରେ...

ପରିବାରରୁ ଦୁର୍ନୀତି ବିରୋଧରେ ଶିକ୍ଷା ଦିଆଯାଉ: ଜଷ୍ଟିସ ନାୟକ

ଦୁର୍ନୀତି ମୁକ୍ତ ଓଡ଼ିଶା ସାମୂହିକ ସଂକଳ୍ପ ହେଉ: ରାଜ କୁମାର ଭୁବନେଶ୍ବର :...

Related Articles

Popular Categories