www.samajalive.in
Sunday, December 14, 2025
23.1 C
Bhubaneswar

ନାବାଳିକାକୁ  ଭୟଭୀତ କରି ଶାରିରୀକ ସମ୍ପର୍କ ରଖିଥିବା ଅଭିଯୋଗ, ଥାନାରେ ମାମଲା

ମୋହନା : ଗଜପତି ଜିଲା ମୋହନା ଥାନା ଅଧିନରେ  ୧୫ ବର୍ଷର ଜଣେ ନାବାଳିକାକୁ  ସରୋଜ ମଳିକ ନାମକ ବ୍ୟକ୍ତି ଭୟଭୀତ କରାଇ ଶାରିରୀକ ସମ୍ପର୍କ ରଖିଥିବା ଅଭିଯୋଗ ହୋଇଛି ।  ନାବାଳିକା ଜଣଙ୍କ ୫ ମାସର ଗର୍ଭବତୀ ହେବା ପରେ ଏ ବିଷୟରେ ଜଣା ପଡିଥିଲା ।ଏହା ପରେ ପୀଡିତାଙ୍କ ପିତା ଥାନାରେ ଅଭିଯୋଗ କରିଥିଲେ । ଏବେ ଚାଇଲ୍ଡ ଲାଇନର କର୍ମକର୍ତ୍ତା ନାବାଳିକାକୁ ଉଦ୍ଧାର କରିଛନ୍ତି । ଅଭିଯୁକ୍ତକୁ ପୁଲିସ ଗିରଫ କରିବା ସହ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ ସହ ପୀଡିତାଙ୍କୁ ନ୍ୟାୟ ପ୍ରଦାନ ପାଇଁ ପରିବାର ଲୋକ ଦାବି କରିଛନ୍ତି ।

 

Hot this week

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

Related Articles

Popular Categories