www.samajalive.in
Sunday, December 7, 2025
26.1 C
Bhubaneswar

ଅଜଣା ଗାଡ଼ି ଧକ୍କାରେ ୨ ମୃତ

ପାଟଣାଗଡ଼: ବଲାଙ୍ଗିରରୁ ଖଡ଼ିଆଳ ଫେରୁଥିବାବେଳେ ଦୁର୍ଘଟଣା। ଅଜଣା ଗାଡ଼ି ଧକ୍କାରେ ୨ଜଣଙ୍କ ମୃତ୍ୟୁ ହୋଇଛି। ମିଳିଥିବା ସୂଚନା ଅନୁଯାୟୀ ବଲାଙ୍ଗିରରୁ ଖଡ଼ିଆଳ ଫେରୁଥିବାବେଳେ ସାଲେପାଲି ଛକ ନିକଟରେ ଏକ ବାଇକୁ ଅଜଣା ଗାଡ଼ି ଧକ୍କା ଦେଇଥିଲା। ବାଇକରେ ୨ଜଣ ଆରୋହୀ (ଯୁବକ-ଯୁବତୀ) ବସିଥିଲେ। ଅଜଣା ଗାଡ଼ି ଧକ୍କାରେ ବାଇକରେ ବସିଥିବା ଜଣେ ଯୁବକ ଓ ଯୁବତୀ ମୃତଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ ସିନାପାଲିର ହୋଇଥିବାବ​‌େ​‌ଳେ ଯୁବତୀ ଖଡ଼ିଆଡ଼ ଅଞ୍ଚଳର ସୂଚନା ମିଳିଛି।

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories