www.samajalive.in
Tuesday, December 9, 2025
16.1 C
Bhubaneswar

ଅଦ୍ଵିକା ଦିବସ ପାଳନ

ବେଗୁନିଆ: ବେଗୁନିଆ ବ୍ଲକ ସମନ୍ବିତ ଶିଶୁ ବିକାଶ ପ୍ରକଳ୍ପ ଯୋଜନା ଅଧୀନରେ ଥିବା ଅଙ୍ଗନୱାଡି କେନ୍ଦ୍ରଗୁଡିକରେ ପ୍ରତ୍ୟେକ ମାସର ପ୍ରତି ଶନିବାର ଦିନ ଅଦ୍ଵିକା ମୁଁ ଅନନ୍ୟା ଦିବସ ପାଳନ କରାଯାଉଛି । ଏହି କାର୍ଯ୍ୟକ୍ରମରେ ୧୦ ରୁ ୧୯ ବର୍ଷର କିଶୋର କିଶୋରୀମାନଙ୍କୁ ନେଇ ବିଭିନ୍ନ କାର୍ଯ୍ୟକ୍ରମ ମାଧ୍ୟମରେ ସଚେତନତା ମୂଳକ ବାର୍ତ୍ତା ପ୍ରେରଣ କରାଯାଇଥାଏ । କିଶୋରୀମାନଙ୍କର ଉତ୍ତମ ସ୍ୱାସ୍ଥ୍ୟ, ଶିକ୍ଷା ଏବଂ ସାମର୍ଥ୍ୟ ବିକାଶ ନିମନ୍ତେ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories