www.samajalive.in
Friday, December 12, 2025
16.1 C
Bhubaneswar

ଆସନ୍ତାକାଲିଠାରୁ ୨ଦିନିଆ ବ୍ୟାଙ୍କ ଧର୍ମଘଟ, ପ୍ରଭାବିତ ହେବ ବ୍ୟାଙ୍କ ସେବା

ଭୁବନେଶ୍ବର: ଆସନ୍ତାକାଲିଠାରୁ ୨ଦିନିଆ ବ୍ୟାଙ୍କ ଧର୍ମଘଟ। ମାର୍ଚ୍ଚ ୨୮ ଓ ୨୯ ଦୁଇଦିନ ବ୍ୟାପୀ ବ୍ୟାଙ୍କ ଧର୍ମଘଟ ଡାକରା ଦିଆଯାଇଛି। ଫଳରେ ବ୍ୟାଙ୍କ ସେବା ପ୍ରଭାବିତ ହେବ ବୋଲି ଜଣାପଡ଼ିଛି। ଅଲ ଓଡ଼ିଶା ବ୍ୟାଙ୍କ କର୍ମଚାରୀ ସଂଘର ସାଧାରଣ ସମ୍ପାଦକଙ୍କ ସୂଚନା ଦେଇ କହିଛନ୍ତି ଯେ ଆମେ ସରକାରଙ୍କ ବ୍ୟାଙ୍କ ଘରୋଇ କରଣକୁ ବିରୋଧ କରୁଛୁ। ଏହାର ପ୍ରତିବାଦରେ ମାର୍ଚ୍ଚ ୨୮ ଓ ୨୯ରେ ଧର୍ମଘଟ କରିବୁ। ବୀମା ଓ ଅନ୍ୟ କମ୍ପାନୀମାନେ ମଧ୍ୟ ଏହି ଧର୍ମଘଟରେ ସାମିଲ ହେବେ ବୋଲି ସେ ପ୍ରକାଶ କରିଛନ୍ତି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories