www.samajalive.in
Sunday, December 14, 2025
26.1 C
Bhubaneswar

ପଞ୍ଚମ ବିମଷ୍ଟେକ ଶିଖର ବୈଠକରେ ଯୋଗଦେବେ ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବୁଧବାର ପଞ୍ଚମ ବିମଷ୍ଟେକ ଶିଖର ବୈଠକରେ ଯୋଗଦେବେ। ଏହି ଶିଖର ବୈଠକ ଭର୍ଚୁଆଲ ମାଧ୍ୟମରେ ଅନୁଷ୍ଠିତ ହେବ। ଏହି ବୈଠକ ଶ୍ରୀଲଙ୍କା ଦ୍ୱାରା ଆୟୋଜିତ ହେଉଛି। ଶିଖର ବୈଠକ ପ୍ରସ୍ତୁତି ଉପରେ ବିମଷ୍ଟେକ ସଦସ୍ୟ ଦେଶଗୁଡ଼ିକର କର୍ମକର୍ତ୍ତାମାନେ ଗତକାଲି ଏକ ବୈଠକରେ ମିଳିତ ହୋଇଥିଲେ। ବିମଷ୍ଟେକ ବୈଦେଶିକ ମନ୍ତ୍ରୀମାନଙ୍କର ଆଜି ବୈଠକ ଅନୁଷ୍ଠିତ ହୋଇଛି। କୋଭିଡ ସମସ୍ୟା, ବିମ୍‍ଷ୍ଟେକ୍‍ ସଦସ୍ୟ ଦେଶମାନେ ସମ୍ମୁଖୀନ ହେଉଥିବା ବିଭିନ୍ନ ସମସ୍ୟା ଓ ବିମଷ୍ଟେକ ବୈଷୟିକ ଓ ଅର୍ଥନୈତିକ ସହଯୋଗକୁ ପରବର୍ତ୍ତୀ ସ୍ତରକୁ ନେବା ପାଇଁ ଆସନ୍ତାକାଲି ଆଲୋଚନା ହେବ।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories