www.samajalive.in
Saturday, December 13, 2025
15.1 C
Bhubaneswar

କଳିଙ୍ଗ ପବ୍ଲିକ୍ ହାଇସ୍କୁଲରେ ସହଯୋଗ କାର୍ଯ୍ୟକ୍ରମ 

ଚୌଦ୍ୱାର: ଚୌଦ୍ୱାରସ୍ଥିତ କଳିଙ୍ଗ ପବ୍ଲିକ୍ ହାଇସ୍କୁଲରେ ବିଦ୍ୟାଳୟ ପରିଚାଳନା କମିଟି ସଦସ୍ୟ ମାନଙ୍କର ୩ଦିନିଆ ସହଯୋଗ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ପ୍ରଧାନ ଶିକ୍ଷୟିତ୍ରୀ ସୁଷମା କୁମାରୀ ଦେଈଙ୍କ ପୌରୋହିତ୍ୟରେ ଆୟୋଜିତ  ଏହି କାର୍ଯ୍ୟକ୍ରମରେ  ୧୭ ନମ୍ବର ୱାର୍ଡ଼ ନବ ନିର୍ବାଚିତ କାଉନସିଲର ଆଶୁତୋଷ ଦାସ ଓ ପରିଚାଳନା କମିଟି ଅଧ୍ୟକ୍ଷା ଜୟଶ୍ରୀ ମହାନ୍ତି ଅତିଥି ଭାବେ ଯୋଗଦେଇ ବିଦ୍ୟାଳୟର ସମସ୍ୟା ଗୁଡ଼ିକ ସମାଧାନ ଦିଗରେ ପରିଚାଳନା କମିଟିର ଭୂମିକା ଓ ସହଯୋଗ ସମ୍ପର୍କରେ ଆଲୋଚନା କରିଥିଲେ । ବିଦ୍ୟାଳୟରେ ଖାଲିଥିବା ଶିକ୍ଷକ ପଦବୀ ପୂରଣ ଦିଗରେ ପଦକ୍ଷେପ ନେବାପାଇଁ  ବିଦ୍ୟାଳୟ ତରଫରୁ କାଉନ୍‌ସିଲର ଶ୍ରୀ ଦାସଙ୍କୁ ଅନୁରୋଧ କରାଯାଇଥିଲା  । ଶିକ୍ଷକ ସରୋଜ କୁମାର ଦିକ୍ଷିତ ଓ ପ୍ରିୟଦର୍ଶିନୀ ପତି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ ।

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories