www.samajalive.in
Saturday, December 13, 2025
26.1 C
Bhubaneswar

ଘର ଭିତରେ ଶାଶୁ –ବୋହୂଙ୍କୁ ଗଳାକାଟି ହତ୍ୟା

ବଲାଙ୍ଗୀର : ବଲାଙ୍ଗୀର ତୁଷୁରା ଥାନା ନୂଆପଡାରେ ଗାଁରେ ଏକ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି ବୋଲି ଆଜି ଖବର ମିଳିଛି। ଘର ଭିତରେ ଶାଶୁ –ବୋହୂଙ୍କୁ ଗଳାକାଟି ହତ୍ୟା କରାଯାଇଛି। ଉଭୟ ଶାଶୁ ଓ ବୋହୂଙ୍କୁ କିଏ ଓ କାହିଁକି ହତ୍ୟା କରିଛି ସେନେଇ କୌଣସି ସୂଚନା ମିଳି ନାହିଁ। ସକାଳ ୯ ରୁ ୧୦ ମଧ୍ୟରେ ଘଟଣା ଘଟିଥିବା ବେଳେ ଖବର ପାଇ ତୁଷୁରା ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories