www.samajalive.in
Sunday, December 14, 2025
19.1 C
Bhubaneswar

ହରିଣକୁ ଉଦ୍ଧାର କରି ସଂରକ୍ଷିତ ଜଙ୍ଗଲରେ ଛାଡ଼ିଲା ବନବିଭାଗ 

ପାଟଣା :  କେନ୍ଦୁଝର ଜିଲ୍ଲା ପାଟଣା ବନାଞ୍ଚଳ ଅନ୍ତର୍ଗତ ଉଦୟପୁର ବିଟ ଖଡ଼ିବେଡା ଗାଁ ଭିତରକୁ ପଶିଆସି ଥିବା ଏକ ହରିଣକୁ ବନ ବିଭାଗ ଉଦ୍ଧାର କରି ଅଟେଇ ସଂରକ୍ଷିତ ଜଙ୍ଗଲରେ ଛାଡିଛି । ହରିଣଟି ପାଣି ଅନ୍ଵେଷଣରେ ଗାଁ ଭିତରକୁ ପଶିଆସି ଗ୍ରାମର ପ୍ରତାପ ଚନ୍ଦ୍ର ମହାନ୍ତଙ୍କ ଘରେ ପସି ଯାଇଥିଲା। ସେ ଏହା ଦେଖି ପାଟଣା ବନ ବିଭାଗକୁ ଖବର ଦେଇଥିଲେ। ଘଟଣା ସ୍ଥଳରେ ପାଟଣା ବନାଞ୍ଚଳ ଅଧିକାରୀ ଟିକେଶ୍ୱର ମହାନ୍ତ, ସାହାରପଡା ବନପାଳ ମୋହିନୀ ମହାନ୍ତ ଓ ବନ ବିଭାଗର ପାରା କର୍ମଚାରୀ ପହଞ୍ଚି ହରିଣ ଟିକୁ ଘର ଭିତରୁ ସୁରକ୍ଷିତ ଭାବେ ଉଦ୍ଧାର କରି ଅଟେଇ ଜଙ୍ଗଲରେ ଛାଡି ଥିବା ସୂଚନା ମିଳିଛି।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories