www.samajalive.in
Sunday, December 14, 2025
26.1 C
Bhubaneswar

ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କ ଭେଟି ; ଆଉ ୬ ମାସ ମିଳିବ ମାଗଣା ଚାଉଳ

ଭୁବନେଶ୍ୱର : ରାଜ୍ୟରେ ଖାଦ୍ୟ ସୁରକ୍ଷା ହିତାଧିକାରୀଙ୍କୁ ଆଉ ୬ ମାସ ମିଳିବ ମାଗଣା ଅତିରିକ୍ତ ଚାଉଳ। ଆଜି ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ଭେଟି ଦେଇଛନ୍ତି। ଆଉ ୬ ମାସ ପାଇଁ ଅବଧି ବଢାଇବାକୁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ଏପ୍ରିଲରୁ ସେପ୍ଟେମ୍ବର ପର୍ଯ୍ୟନ୍ତ ଅତିରିକ୍ତ ୫ କେଜି ଚାଉଳ ମିଳିବ। ହିତାଧିକାରୀଙ୍କୁ ପ୍ରତିମାସ ଅତିରିକ୍ତ ୫ କେଜି ଚାଉଳ ପ୍ରଦାନ କରାଯିବ। ଏହାଦ୍ୱାରା ୮ ଲକ୍ଷ ୯ ହଜାର ହିତାଧିକାରୀ ଉପକୃତ ହେବେ।
ଏଥିପାଇଁ ରାଜ୍ୟ ଖାଦ୍ୟ ନିଗମରୁ ୨୪,୨୭୦ ଟନ୍‍ ଚାଉଳ ପ୍ରଦାନ କରାଯିବା ସହ ରାଜ୍ୟ ପାଣ୍ଠିରୁ ୯୧.୭୦ କୋଟି ଟଙ୍କା ଖର୍ଚ୍ଚ କରାଯିବ।

Hot this week

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

Related Articles

Popular Categories