www.samajalive.in
Monday, December 8, 2025
24.1 C
Bhubaneswar

୧୨୬୦ ନୂଆ ସଂକ୍ରମିତ ଚିହ୍ନଟ : ଆରୋଗ୍ୟ ହାର ୯୮.୭୬%

ନୂଆଦିଲ୍ଲୀ :  ଦେଶରେ ମଧ୍ୟ କରୋନା ସଂକ୍ରମଣ କମିବାରେ ଲାଗିଛି। ଦିନକରେ ଆଉ ୧,୨୬୦ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଫଳରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୨୭,୩୫କୁ ବୃଦ୍ଧି ପାଇଛି । ଅନ୍ୟପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୧,୪୦୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏଥିସହ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୪,୨୪,୯୨,୩୨୬କୁ ବୃଦ୍ଧି ପାଇଛି । ଦେଶରେ କରୋନା ଆରୋଗ୍ୟ ହାର ୯୮.୭୬% ରହିଛି।

ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୮୩ ଜଣଙ୍କ ମୃତ୍ୟୁ ସହ ଦେଶରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୨୧,୨୬୪ରେ ପହଞ୍ଚିଛି। ଅନ୍ୟପକ୍ଷରେ ଦେଶରେ ସାମଗ୍ରିକ ଟିକାକରଣ ୧୮୪ କୋଟି ୫୨,୪୪,୮୫୬ରେ ପହଞ୍ଚିଛି।​‌

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories