www.samajalive.in
Saturday, December 6, 2025
26.1 C
Bhubaneswar

ଶ୍ରୀମନ୍ଦିର ପରିଚାଳନା କମିଟିର ବୈଠକ ଆରମ୍ଭ

ପୁରୀ: ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଆରମ୍ଭ ହୋଇଯାଇଛି। ଶ୍ରୀମନ୍ଦିର କାର୍ଯ୍ୟାଳୟର ସଭାଗୃହରେ ଗଜପତି ମହାରାଜ, ସେବାୟତ ଏବଂ ଅନ୍ୟାନ୍ୟ ପ୍ରଶାସନିକ ଅଧିକାରୀଙ୍କ ଉପସ୍ଥିତିରେ ବୈଠକ ଚାଲିଛି । ୨୦୧୪ ମସିହାରେ ନବକଳେବର ସମୟରେ ହୋଇଥିବା ବ୍ରହ୍ମ ବିଭ୍ରାଟ ବିଷୟରେ ଆଲୋଚନା ହୋଇଥିବା ନିର୍ଭରଯୋଗ୍ୟ ସୂତ୍ରରୁ ଖବର ମିଳିଛି।  ଏଥିସହିତ ଜଗନ୍ନାଥଙ୍କ ଜମି ବିକ୍ରି ଓ ଶ୍ରୀମନ୍ଦିର ପ୍ରଶାସନିକ ସଂସ୍କାର ପ୍ରସଙ୍ଗରେ ଆଲୋଚନା ହୋଇଛି । ସେହିପରି ପରିଚାଳନା ବୈଠକରେ ଷୋଳପୂଜା ପ୍ରସ୍ତୁତି ବ୍ୟବସ୍ଥା ସହ ଶ୍ରୀମନ୍ଦିରରେ ଥିବା ବିମଳା ମା’ଙ୍କ ନୀତିକୁ ନେଇ ଆଲୋଚନା ଜାରି ରହିଛି ।

Hot this week

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

Related Articles

Popular Categories