www.samajalive.in
Saturday, December 6, 2025
26.1 C
Bhubaneswar

ଦେଶରେ ଆଉ ୧ ହଜାର ୮୬ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଳୀ: ଦେଶରେ ଖସୁଛି ବଢ଼ୁଛି କରୋନା ଗ୍ରାଫ୍‌ । ଲଗାତର ଗତ ଦୁଇ ଦିନ ହେଲା ଦେଶରେ ୧ ହଜାର ତଳେ କରୋନା ମାମଲା ରହିଥିବା ବେଳେ ଆଜି ସାମାନ୍ୟ ବୃଦ୍ଧି ଘଟିଛି । ଗତ ୨୪ ଘଣ୍ଟାରେ ଦେଶରେ ଆଉ ୧ ହଜାର ୮୬ କରୋନା ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଗୋଟିଏ ଦିନରେ ୭୧ ଜଣଙ୍କ ଜୀବନ ନେଇଛି କରୋନା । ଆଜିର ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ​‌ମୋଟ୍‌ କରୋନା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୧ହଜାର ୮୭୧ ରହିଛି । ସେହିପରି ଆଜି ମୃତକଙ୍କୁ ମିଶାଇ ଦେଶରେ କରୋନା ଜନିତ ମୋଟ୍‌ ମୃତ୍ୟୁସଂଖ୍ୟା ୫ଲକ୍ଷ ୨୧ହଜାର ୪୮୭ରେ ପହଞ୍ଚିଛି ।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories