www.samajalive.in
Saturday, December 6, 2025
23.1 C
Bhubaneswar

ରାଜ୍ୟର ୭ ଜିଲାରୁ ୧୬ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ଦ୍ରୁତ ଗତିରେ ଦୈନିକ ସଂକ୍ରମଣ ହ୍ରାସ ପାଉଥିବା ବେଳେ କିଛି ଦିନ ହେବ ଆକ୍ରାନ୍ତଙ୍କ ସଂଖ୍ୟାରେ ଦୁଇ ଅଙ୍କରେ ସୀମିତ ରହୁଛି। ୨୪ ଘଣ୍ଟାରେ ଆଉ ୧୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜନ୍ମରୁ ୧୮ ବର୍ଷ ମଧ୍ୟରେ ୪,ସଙ୍ଗରୋଧରୁ ୧୦ ଓ ସ୍ଥାନୀୟ ୬। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୭୭୩କୁ ବୃଦ୍ଧି ପାଇଛି। ମୋଟ ୧୨,୭୮,୩୬୭ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୨୩୨ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

- Advertisement -


ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୬, ସମ୍ବଲପୁର ୩, ବଲାଙ୍ଗୀର ଓ ଯାଜପୁରରୁ ୨ ଲେଖାଏଁ ,କେନ୍ଦ୍ରାପଡା,ରାୟଗଡା ଓ ସୁନ୍ଦରଗଡରୁ ୧ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Hot this week

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ ବିଦ୍ୟୁତ ଉପଭୋକ୍ତା ମହାସଂଘ କ୍ଷୋଭ

ଭୁବନେଶ୍ୱର: ବିଦ୍ୟୁତ ଗ୍ରାହକଙ୍କ ଠାରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ...

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

Related Articles

Popular Categories