www.samajalive.in
Tuesday, December 9, 2025
16.1 C
Bhubaneswar

୨୫ କେଜି ଗଞ୍ଜେଇ ସହ ନାଏବ ସରପଞ୍ଚଙ୍କ ସ୍ବାମୀ ଗିରଫ

ଗୁଡଭେଲା: ତୁଷୁରା ଥାନ ଅନ୍ତର୍ଗତ ଭୋଏଗୁରା ଗାଁରୁ ବଲାଙ୍ଗୀର ମୋବାଇଲ ୟୁନିଟ ଓ ସଦର ରେଞ୍ଜ ଟିମର ମିଳିତ ଚଢ଼ାଉ କରି ୨୫ କିଲୋ ୫୦୦ ଗ୍ରାମ ଗଞ୍ଜେଇ ସହ ଜଣକୁ ଗିରଫ କରିଥିବା ସୂଚନା ମିଳିଛି। ଗିରଫ ହୋଇଥିବା ବ୍ୟକ୍ତି ଜଣକ ହେଲେ ତେନ୍ତୁଳିଖୁଣ୍ଟି ଗ୍ରାମ ପଞ୍ଚାୟତର ନେବ ସରପଞ୍ଚ ରେଣୁକା ଛତ୍ରିଆଙ୍କ ସ୍ବାମୀ ରାହାସ ବିହାରୀ ଛତ୍ରିଆ।

ବଲାଙ୍ଗୀର ମୋବାଇଲ ୟୁନିଟ କୌଣସି ଏକ ସୂତ୍ରରୁ ଖବର ପାଇବା ପରେ ଭୋଏଗୁରା ଗାଁ ସ୍ଥିତ ରାହାସଙ୍କ ଘରୁ ଲୁଚେଇ ରଖିଥିବା ୨୫ କିଲୋ ୫୦୦ ଗ୍ରାମ ଗଞ୍ଜେଇ ଜବତ କରିବା ସହ ରାହାସ ବିହାରୀଙ୍କୁ ଗିରଫ କରି ମାମଲା ରୁଜୁ କରିଥିଲେ।

Hot this week

ସେନସେକ୍ସ ୬୧୦ ପଏଣ୍ଟ ଓ ନିଫ୍ଟି ୨୨୬ ପଏଣ୍ଟ ହ୍ରାସ

ନୂଆଦିଲ୍ଲୀ : ଘରୋଇ ଇକ୍ୱିଟି ସୂଚକାଙ୍କ ସୋମବାର ହ୍ରାସ ପାଇଛି। ସୂଚକାଙ୍କଗୁଡ଼ିକ...

ବୁଧବାର ଭାରତ-ଆମେରିକା ଆଲୋଚନା

ନୂଆଦିଲ୍ଲୀ : ବୁଧବାର ପରବର୍ତ୍ତୀ ପର୍ଯ୍ୟାୟ ଭାରତ-ଆମେରିକା ମୁକ୍ତ ବାଣିଜ୍ୟ ଚୁକ୍ତି...

ଦୁର୍ନୀତି ବ୍ୟାଧିର ଉପଚାର

ପୂର୍ବ ୟୁରୋପର ଦେଶ ଜର୍ଜିଆ, ଯାହା କି ପୂର୍ବରୁ ସୋଭିଏତ୍‌‌ ରୁଷ...

ଚିନ୍ତାକଳ୍ପ : ଗୃହୀ ସାଧକର ଆଭିମୁଖ୍ୟ

ମହର୍ଷି ଅଙ୍ଗିରାଙ୍କ ଆଶ୍ରମରେ ରହି ଶିଷ୍ୟମାନେ ଅଧ୍ୟୟନ କରୁଥାନ୍ତି। ତାଙ୍କ ମାର୍ଗଦର୍ଶନରେ...

ସମ୍ପାଦକୀୟ : ଜାତିସଂଘର ପାଣ୍ଠି ଚିନ୍ତା

ବିଶ୍ବବ୍ୟାପୀ ମାନବିକ ସହାୟତା ପ୍ରଭାବିତ ମିଳିତ ଜାତିସଂଘ ୨୦୨୬ ବର୍ଷ ପାଇଁ ୨୩...

Related Articles

Popular Categories