www.samajalive.in
Monday, December 8, 2025
24.1 C
Bhubaneswar

ରାଜଧାନୀରେ ଝାରପଡା ଗଣେଶ ମଣ୍ଡପ ହାଟ ଉଚ୍ଛେଦକୁ ନେଇ ଉତ୍ତେଜନା : କଳ୍ପନା – ରସୁଲଗଡ ରାସ୍ତା ଜାମ୍‌

ଭୁବନେଶ୍ୱର: ଝାରପଡା ଗଣେଶ ମଣ୍ଡପ ହାଟ ଉଚ୍ଛେଦକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି । ରାସ୍ତାରୋକ ଯୋଗୁଁ କଳ୍ପନା – ରସୁଲଗଡ ରାସ୍ତାରେ ଗାଡି ମଟର ଚଳାଚଳ ବାଧାପ୍ରାପ୍ତ ହୋଇଛି । ଏଥିଯୋଗୁଁ ରବିଟକିଜ୍‌ ଠାରୁ ରସୁଲଗଡ ଯାଏଁ ରାସ୍ତା ଜାମ ଅବସ୍ଥା । ଝାରପଡାରେ ଥିବା ଗଣେଶ ମଣ୍ଡପ ହାଟକୁ ସକାଳୁ ଉଚ୍ଛେଦ କରାଯାଇଥିଲା । ଏହାପରେ ଉତ୍ତେଜନା ପ୍ରକାଶ ପାଇବା ସହ ପୋଲିସ ଏବଂ ଲୋକମାନଙ୍କ ମଧ୍ୟରେ ଧସ୍ତାଧସ୍ତି ପରିସ୍ଥିତି ଉପୁଜିଥିଲା ।Capture

ଦୋକାନ ଭଙ୍ଗାଯିବାରୁ ବ୍ୟବସାୟୀମାନେ ତାଙ୍କ ଜିନିଷ ନେଇ ପାରି ନଥିବା ଅଭିଯୋଗ କରିଥିଲେ । ପ୍ରାୟ ୩୦୦ ଦୋକାନକୁ ସେଠାର ଉଚ୍ଛେଦ କରାଯିବ । ବିଜେପି ପକ୍ଷରୁ ସେଠାରେ ବିରୋଧ ଏବଂ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା ।

- Advertisement -

ଭୋର୍‌ରୁ ଏହି ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି ।

Hot this week

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

Related Articles

Popular Categories