www.samajalive.in
Monday, December 8, 2025
16.1 C
Bhubaneswar

ପ୍ରକାଶ ପାଇଲା ଓଟିଇଟି ପରୀକ୍ଷାଫଳ

ଭୁବନେଶ୍ବର: ମାଧ୍ୟମିକ ଶିକ୍ଷା ପରିଷଦ, ଓଡ଼ିଶା ଦ୍ବାରା ପରିଚାଳିତ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା(ଓଟିଇଟି)-୨୦୨୧(ଦ୍ବିତୀୟ ପର୍ଯ୍ୟାୟ) ଫଳ ପ୍ରକାଶ ପାଇଛି। ଓଟିଇଟି ପରୀକ୍ଷା ଫଳ ମାଧ୍ୟମିକ ଶିକ୍ଷା ପରିଷଦର ୱେବ୍ ସାଇଟ୍​ର www.bseodisha.ac.in ଉପଲବ୍ଧ ହେଉଛି। ପରୀକ୍ଷାର୍ଥୀମାନେ ନିଜର ରୋଲନମ୍ବର ଓ ଜନ୍ମ ତାରିଖ ଦେଇ ଲଗ- ଇନ କରି ପରୀକ୍ଷା ଫଳ ଦେଖି ପାରିବେ। ସେହିପରି ମାଧ୍ୟମିକ ଶିକ୍ଷା ପରିଷଦର ୱେବ୍ ସାଇଟ୍​ର www.bseodisha.ac.inରୁ ଆସନ୍ତା ୧୩ ତାରିଖରେ ଦିନ ୧ଟା ପରେ ଛାତ୍ରଛାତ୍ରୀମାନେ ଓଏମଆର ସିଟର ସ୍କାନ କପି ଡାଉନ ଲୋଡ କରିପାରିବେ ବୋଲି ମାଧ୍ୟମିକ ଶିକ୍ଷା ପରିଷଦର ଉପସଭାପତି ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories