www.samajalive.in
Friday, December 12, 2025
26.1 C
Bhubaneswar

୨୦୨୩ ମାର୍ଚ୍ଚ ୨୩ ଯାଏଁ ଅଟଳ ଇନୋଭେସନ ମିଶନ ଅବଧି ବୃଦ୍ଧି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟ ଅଟଳ ଇନୋଭେସନ ମିଶନକୁ ମାର୍ଚ୍ଚ ୨୦୨୩ ପର୍ଯ୍ୟନ୍ତ ଜାରି ରଖିବା ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ଏଆଇଏମ ଦେଶରେ ଏକ ନବସୃଜନ ସଂସ୍କୃତି ଏବଂ ଉଦ୍ୟମଶୀଳତା ସହ ଜଡ଼ିତ ଇକୋସିଷ୍ଟମ ବିକଶିତ କରିବା ଦିଗରେ ନିଜର ନିର୍ଦ୍ଧାରିତ ଲକ୍ଷ୍ୟ ହାସଲ ପାଇଁ କାମ କରିବ।

ଏଆଇଏମ ମାଧ୍ୟମରେ ୧୦ହଜାର ଅଟଳ ଟିଙ୍କରିଂ ଲ୍ୟାବ ପ୍ରତିଷ୍ଠା, ୧୦୧ ଅଟଳ ଇନକ୍ୟୁବେସନ ସେଣ୍ଟର ପ୍ରତିଷ୍ଠା, ୫୦ଟି ଅଟଳ କମ୍ୟୁନିଟୀ ଇନୋଭେସନ ସେଣ୍ଟର ପ୍ରତିଷ୍ଠା ସହ ଅଟଳ ନ୍ୟୁ ଇଣ୍ଡିଆ ଚାଲେଞ୍ଜ ମାଧ୍ୟମରେ ୨୦୦ ଷ୍ଟାର୍ଟଅପ୍‌କୁ ସହାୟତା ପ୍ରଦାନ କରାଯିବ। ଏହି ପ୍ରକ୍ରିୟାରେ ମୋଟ୍‌ ୨,୦୦୦ କୋଟି ଟଙ୍କାରୁ ଅଧିକ ବ୍ୟୟ କରାଯିବ।

Hot this week

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

ତୃତୀୟ ବିଶ୍ୱଯୁଦ୍ଧ ପରିସ୍ଥିତି- ଟ୍ରମ୍ପ ଦେଲେ ଚେତାବନୀ

ନ୍ୟୁୟର୍କ - ବିଶ୍ୱ ତୃତୀୟ ବିଶ୍ୱ ଆଡକୁ ମୁହାଁଉଛି । ରୁଷ୍‌...

କମୁନି ‘ଧୁରନ୍ଧର’ର କ୍ରେଜ୍।

ମୁମ୍ବାଇ :କମୁନି 'ଧୁରନ୍ଧର'ର କ୍ରେଜ୍। ଡିସେମ୍ବର ୫ରେ ରିଲିଜ ଛି 'ଧୁରନ୍ଧର'।...

ସାଉଥ୍ ଏସିଆନ୍‌ ମୈତ୍ରୀ ସମ୍ମିଳନୀ ଉଦ୍‌ଘାଟିତ: ଯୋଗଦେଲେ ବିଭିନ୍ନ ରାଜ୍ୟର ଶତାଧିକ ପ୍ରତିନିଧି

ବ୍ରହ୍ମପୁର: ଶୁକ୍ରବାର ଗଞ୍ଜାମ ଜିଲ୍ଲାର ଗୋପାଳପୁର ବେଳାଭୂମିଠାରେ ୩୫ତମ ସାଉଥ୍ ଏସିଆନ୍...

Related Articles

Popular Categories