www.samajalive.in
Friday, December 12, 2025
26.1 C
Bhubaneswar

ଓଡ଼ିଶା ସରକାରଙ୍କ ଓଡ଼ିଶା ଅକ୍ଷୟ ଶକ୍ତି ଉନ୍ନୟନ ସଂସ୍ଥାରେ ନିଯୁକ୍ତି ସୁଯୋଗ

ଭୁବନେଶ୍ୱର -ଓଡ଼ିଶା ଅକ୍ଷୟ ଶକ୍ତି ଉନ୍ନୟନ ସଂସ୍ଥାରେ ନିଯୁକ୍ତି ସୁଯୋଗ । ମୋଟ୍‌ ୫୬ଟି ପଦବୀ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି ।

ଆସିଷ୍ଟାଣ୍ଟ ଡାଇରେକ୍ଟର ଟେକନିକାଲ୍ ପାଇଁ ୧୪ଟି (୫ ପଦବୀ ମହିଳାଙ୍କ ପାଇଁ ସଂରକ୍ଷିତ), ୩୨ଟି ଟେକନିସିଆଲ୍‌ ପଦବୀ ଏବଂ ୧୦ଟି ଜୁନିଅର୍‌ ଆସିଷ୍ଟାଣ୍ଟ ପଦବୀ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ଦୌନିକ କବରକାଗଜ ସମାଜରେ ଏ ନଇ ବିଜ୍ଞପ୍ତି ପ୍ରକାଶ ପାଇଛି ।

- Advertisement -

୮ ତାରିଖରୁ ତଳେ ଦିଆଯାଇଥିବା ଲିଙ୍କ୍‌ରେ ଲଗ୍‌ ଇନ୍‌ କରି ଏହି ସବୁ ପଦବୀ ପାଇଁ ଯୋଗ୍ୟତା ସହ ଆବେଦନ ମଧ୍ୟ କରିପାରିବେ । ଏଥିପାଇଁ ପ୍ରଥମେ ଲଗ୍‌ ଇନ୍‌ କରିବା ପାଇଁ ପଡିବ ।

ନିମ୍ନ ଲିଖିତ ଲିଙ୍କ୍‌ରେ କ୍ଲିକ୍‌ କରନ୍ତୁ ।

https://oredaodisha.com/

 

Hot this week

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

ତୃତୀୟ ବିଶ୍ୱଯୁଦ୍ଧ ପରିସ୍ଥିତି- ଟ୍ରମ୍ପ ଦେଲେ ଚେତାବନୀ

ନ୍ୟୁୟର୍କ - ବିଶ୍ୱ ତୃତୀୟ ବିଶ୍ୱ ଆଡକୁ ମୁହାଁଉଛି । ରୁଷ୍‌...

କମୁନି ‘ଧୁରନ୍ଧର’ର କ୍ରେଜ୍।

ମୁମ୍ବାଇ :କମୁନି 'ଧୁରନ୍ଧର'ର କ୍ରେଜ୍। ଡିସେମ୍ବର ୫ରେ ରିଲିଜ ଛି 'ଧୁରନ୍ଧର'।...

ସାଉଥ୍ ଏସିଆନ୍‌ ମୈତ୍ରୀ ସମ୍ମିଳନୀ ଉଦ୍‌ଘାଟିତ: ଯୋଗଦେଲେ ବିଭିନ୍ନ ରାଜ୍ୟର ଶତାଧିକ ପ୍ରତିନିଧି

ବ୍ରହ୍ମପୁର: ଶୁକ୍ରବାର ଗଞ୍ଜାମ ଜିଲ୍ଲାର ଗୋପାଳପୁର ବେଳାଭୂମିଠାରେ ୩୫ତମ ସାଉଥ୍ ଏସିଆନ୍...

Related Articles

Popular Categories