www.samajalive.in
Saturday, December 6, 2025
26.1 C
Bhubaneswar

ସାପ କାମୁଡାରେ ଦୁଇ ଭାଇଙ୍କ ମୃତ୍ୟୁ

କେନ୍ଦ୍ରାପଡା: ସାପ କାମୁଡାରେ ଦୁଇ ଭାଇଙ୍କର ମୃତ୍ୟୁ ହୋଇ ଯାଇଛି। ଏପରି ଏକ ଅଭାବନୀୟ ଘଟଣା କେନ୍ଦ୍ରାପଡା ଜିଲା ମୁଳୁବସନ୍ତ ପଞ୍ଚାୟତର ବନ୍ଧସାହି ଗ୍ରାମରେ ଦେଖିବାକୁ ମିଳିଛି। ମୃତ ଦୁଇ ଭାଇ ହେଲେ ଉଦୟଭାନୁ ସାହୁ (୧୩) ଓ କୃତିବାସ ସାହୁ (୭)।
ଗୁରୁବାର ରାତିରେ ଘରେ ଶୋଇଥିବା ବେଳେ ଦୁଇ ଜଣଙ୍କୁ ସାପ କାମୁଡି ଦେଇଥିଲା। ଉଭୟଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେମାନଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ କଟକ ସ୍ଥାନାନ୍ତର କରିବା ବେଳେ ରାସ୍ତାରେ ଉଭୟଙ୍କର ମୃତ୍ୟୁ ହୋଇଯାଇଛି।

Hot this week

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

Related Articles

Popular Categories