www.samajalive.in
Thursday, December 11, 2025
16.1 C
Bhubaneswar

‘ସ୍ୱଚ୍ଛତା ହିଁ ସେବା’ ଅଭିଯାନରେ ସାମିଲ ହେଲେ ରାଜ୍ୟପାଳ

ଭୁବନେଶ୍ୱର: କେନ୍ଦ୍ର ସରକାରଙ୍କ ଦ୍ୱାରା ଦେଶବ୍ୟାପୀ ‘ସ୍ୱଚ୍ଛତା ହିଁ ସେବା’ ଅଭିଯାନ ଆରମ୍ଭ ହୋଇଛି। ଏହି ଅଭିଯାନରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ସାମିଲ ହୋଇଛନ୍ତି। ରାଜଧାନୀ ଭୁବନେଶ୍ୱରର ମାଷ୍ଟରକ୍ୟାଣ୍ଟିନ ଛକ ସିଟି ବସ ଡିପୋରେ ରାଜ୍ୟପାଳ ଶୁକ୍ରବାର ଦିନ ଝାଡୁ କରିଛନ୍ତି। ସେ ଏହି କାର୍ଯ୍ୟକ୍ରମରେ ପ୍ରତ୍ୟକ୍ଷ ଭାବେ ସାମିଲ ହେବା ସହ ସ୍ୱଚ୍ଛତା ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ପୁଲିସ କମିଶନର ଓ ମେୟରଙ୍କୁ ପରାମର୍ଶ ଦେଇଛନ୍ତି।

Hot this week

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି - ମାଲକାନଗିରି ଜିଲାରେ ଡିସେମ୍ବର ୪ ତାରିଖରେ ଏକ ମୁଣ୍ଡବିହୀନ...

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

Related Articles

Popular Categories