www.samajalive.in
Saturday, December 13, 2025
26.1 C
Bhubaneswar

ଦେଶରେ ଆଉ ୧,୦୫୪ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ଆଜି ବି ଏକ ହଜାର ଉପରେ ରହିଛି ଦୈନିକ କରୋନା ମାମଲା । ଗତ ୨୪ ଘଣ୍ଟାରେ ଦେଶରେ ଆଉ ୧,୦୫୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି କରୋନାରୁ ଗୋଟିଏ ଦିନରେ ୧,୨୫୮ ପଜିଟିଭ୍‌ ସୁସ୍ଥ ହୋଇଥିବା ବେଳେ  ଗତ ୨୪ ଘଣ୍ଟାରେ ଆଉ ୨୯ଜଣଙ୍କ ଜୀବନ ଯାଇଛି । ​‌ତେବେ ଦେଶରେ ବର୍ତ୍ତମାନ ମୋଟ୍‌ କରୋନା ସକ୍ରିୟ ଆକ୍ରାନ୍ତ ୧୧ ହଜାର ୧୩୨ ରହିଛନ୍ତି । ଆଜିର ମୃତକଙ୍କୁ ମିଶାଇ ଦେଶରେ ମୋଟ୍‌ ୫ଲକ୍ଷ ୨୧ ହଜାର ୬୫୮ଲୋକଙ୍କ କରୋନାରେ ମୃତ୍ୟୁ ହେଲାଣି । ସେହିପରି ବର୍ତ୍ତମାନ ସୁଦ୍ଧା ୪, ୨୫,୦୨୪,୫୪ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଅନ୍ୟପଟେ କରୋନାକୁ ମାତ୍‌ ଦେବାକୁ ଦେଶରେ ଟିକାକରଣ ଜାରି ରହିଛି ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories