www.samajalive.in
Monday, December 8, 2025
27.1 C
Bhubaneswar

ଭୁବନେଶ୍ୱର ସୈନିକ ସ୍କୁଲ ଏଆଇଏସଏସଇଇ-୨୦୨୨ ଫଳ ପ୍ରକାଶିତ

ଭୁବନେଶ୍ୱର: ଭୁବନେଶ୍ୱର ସୈନିକ ସ୍କୁଲ ଅଧ୍ୟକ୍ଷଙ୍କ କାର୍ଯ୍ୟାଳୟରୁ ମିଳିଥିବା ସୂଚନା ଅନୁଯାୟୀ, ୨୦୨୨-୨୩ ଶିକ୍ଷା ବର୍ଷ ପାଇଁ ସୈନିକ ସ୍କୁଲ ଭୁବନେଶ୍ୱରରେ ଷଷ୍ଠ ଶ୍ରେଣୀରେ ଆଡମିଶନ ପାଇଁ ଅଲଇଣ୍ଡିଆ ସୈନିକ ସ୍କୁଲ ପ୍ରବେଶିକା ପରୀକ୍ଷା ୨୦୨୨ର ଅନ୍ତିମ ଫଳାଫଳ ଚଳିତ ମାସ ୭ରେ ଘୋଷଣା କରାଯାଇଛି।

ଏହା ବିଦ୍ୟାଳୟର ୱେବସାଇଟ https://sainikschoolbhubaneswar.orgରେ ଉପଲବ୍ଧ। ସୂଚନାନୁସାରେ, ବିଦ୍ୟାଳୟ ୨୦୧୨ ଏପ୍ରିଲ ୧୮ରୁ ମୁଖ୍ୟ ତାଲିକାରେ ମେଡିକାଲର ଫିଟ୍‍ ପ୍ରାର୍ଥୀଙ୍କୁ ଗ୍ରହଣ କରିବା ଆରମ୍ଭ କରିବ। ପ୍ରାରମ୍ଭିକ ଡାକ୍ତରୀ ପରୀକ୍ଷାରେ ଅନୁପଯୁକ୍ତ ଥିବା ପ୍ରାର୍ଥୀଙ୍କ ପାଇଁ ସମୀକ୍ଷା ଡାକ୍ତରୀ ପରୀକ୍ଷା ୧୨ ଏପ୍ରିଲ ୨୦୨୨ରେ କଟକ ଏସ.ସି.ବି. ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଧାର୍ଯ୍ୟ କରାଯାଇଛି।

Hot this week

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

Related Articles

Popular Categories