www.samajalive.in
Monday, December 8, 2025
27.1 C
Bhubaneswar

୫ଟି ସଚିବଙ୍କୁ ସାକ୍ଷାତ କଲେ ଗଞ୍ଜାମ ଏନ.ଏ.ସି ଉପ ନଗରପାଳ

ଗଞ୍ଜାମ: ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ନବ ନିର୍ବାଚତ ଉପ ନଗରପାଳ ସୁରେନ୍ଦ୍ର ବାରିକି ୫ଟି ସଚିବ ଭି କାର୍ତ୍ତିକେୟ ପାଣ୍ଡିଆନଙ୍କୁ ସୌଜନ୍ୟ ମୂଳକ ସାକ୍ଷାତ କରିଛନ୍ତି । ଭୁବନେଶ୍ୱରରେ ଉପ ନଗରପାଳ ସୁରେନ୍ଦ୍ର ବାରିକି ୫ଟି ସଚିବ ଭି କାର୍ତ୍ତିକେୟ ପାଣ୍ଡିଆନଙ୍କୁ ସାକ୍ଷାତ କରିଥିବା ବେଳେ ଗଞ୍ଜାମ ବିଜ୍ଞାପିତ ଅଞ୍ଚଳର କିପରି ଉନ୍ନତି ମୂଳକ କାର୍ଯ୍ୟ ହୋଇପାରିବ ସେନେଇ ଆଲୋଚନା କରିଥିଲେ । ଆଗାମୀ ଦିନରେ ସହର ଉନ୍ନତି ସାଙ୍ଗକୁ ସମସ୍ୟାର ସମାଧାନ ଯଥା ଶୀଘ୍ର ସମସ୍ତେ ଉଦ୍ୟମ ଜାରି ରଖିବା ପାଇଁ ସଚିବ ପରାମର୍ଶ ଦେଇଥିଲେ ।

 

Hot this week

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

Related Articles

Popular Categories