www.samajalive.in
Sunday, December 14, 2025
26.1 C
Bhubaneswar

ଶାବଳରେ ଆକ୍ରମଣ କରି ବୃଦ୍ଧଙ୍କୁ ହତ୍ୟା

ବାଲେଶ୍ୱର : ରେମୁଣା ଥାନା ଅଧୀନ ବଡପାଳ ପଞ୍ଚାୟତ କାକବାରାଇ ଗ୍ରାମରେ ଜଣେ ବୃଦ୍ଧଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ବୃଦ୍ଧଙ୍କ ମୁଣ୍ଡକୁ ଶାବଳରେ ଆକ୍ରମଣ କରି ହତ୍ୟା କରାଯାଇଥିବା ସହିତ ବୃଦ୍ଧଙ୍କ ଆଖିରେ ଗଭୀର କ୍ଷତ ହୋଇଥିବା ଦେଖିବାକୁ ମିଳିଛି ।
ହତ୍ୟା ଘଟଣା ସମ୍ପର୍କରେ ଜଣାପଡ଼ିବା ପରେ ମୃତକଙ୍କ ପରିବାର ପକ୍ଷରୁ ରେମୁଣା ଥାନାକୁ ଖବର ଦିଆଯାଇଥିଲା। ମୃତକଙ୍କ ଜଣକ ସ୍ଥାନୀୟ ଅଞ୍ଚଳର ରଘୁନାଥ ଜେନା ବୋଲି ଜଣାପଡ଼ିଛି । ତାଙ୍କୁ ୭୫ ବର୍ଷ ବୟସ ହୋଇଥିଲା । ରେମୁଣା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ସହ ସାଇଣ୍ଟିଫିକ୍ ଟିମ୍ ଓ ଡଗ ସ୍କ୍ବାର୍ଡ ପହଞ୍ଚିଥିବା ଜଣାପଡ଼ିଛି ।

Hot this week

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

Related Articles

Popular Categories